Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

NIA ହାତରେ ଧରାପଡିଲେ କୁଖ୍ୟାତ ମାଓବାଦୀ

by ସଞ୍ଜୟ ସ୍ୱାଇଁ
January 25, 2023
in Crime, State
NIA ହାତରେ ଧରାପଡିଲେ କୁଖ୍ୟାତ ମାଓବାଦୀ
118
VIEWS
Share on FacebookShare on Twitter

ମାଲକାନଗିରି, (ବାଘୁଆବାର୍ତ୍ତା): NIA ହାତରେ ଧରାପଡିଲେ କୁଖ୍ୟାତ ମାଓବାଦୀ । ମାଲକାନଗିରି ସ୍ୱାଭିମାନ ଅଞ୍ଚଳରୁ ମାଓବାଦୀ ରଞ୍ଜୁ ଖିଲ ଓରଫ ଚାଣ୍ଟିଙ୍କୁ ଗିରଫ କଲା NIA । ଖବର ଅନୁଯାୟୀ, ୨୦୧୨ ମସିହାରେ ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ରାସ୍ତାରେ ୪ ଜଣ ବିଏସଏଫ ଅଧିକାରୀଙ୍କୁ ହତ୍ୟା କରିଥିଲେ ଚାଣ୍ଟି । ଘଟଣାର ଦୀର୍ଘ ୧୦ ବର୍ଷ ପରେ ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର କଦମଗୁଡା ଗାଁରୁ NIA ଅଫିସର ମାନେ ରଞ୍ଜୁ ଖିଲ ଓରଫ ଚାଣ୍ଟିକୁ ଗିରଫ କରିଛି । ତେବେ ଗିରଫ ପରେ ଚାଣ୍ଟିଙ୍କୁ ଭୁବନେଶ୍ବର ନେଇ ଯାଇଛନ୍ତି NIA ଅଫିସର । ଗୁରୁବାର NIAର ସ୍ବତନ୍ତ୍ର କୋର୍ଟରେ ରଞ୍ଜୁ ଖିଲ ଓରଫ ଚାଣ୍ଟିକୁ ହାଜର କରାଯିବ । ଚାଣ୍ଟି ନାମରେ ପୁର୍ବରୁ ଓଡିଶା ପୋଲିସ ୩ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!