Sunday, June 14, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହକି ବିଶ୍ୱକପରେ ଇଂଲଣ୍ଡକୁ ସୁଟ ଆଉଟରେ ହରାଇ ସେମିରେ ଜର୍ମାନୀ

by ସଞ୍ଜୟ ସ୍ୱାଇଁ
January 25, 2023
in Sports, State
ହକି ବିଶ୍ୱକପରେ ଇଂଲଣ୍ଡକୁ ସୁଟ ଆଉଟରେ ହରାଇ ସେମିରେ ଜର୍ମାନୀ
38
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ସେମିଫାଇନାଲରେ ଜର୍ମାନୀ । ସୁଟଆଉଟରେ ଇଂଲଣ୍ଡକୁ ୪-୩ରେ ପରାସ୍ତ କରି ସେମିଫାଇନାଲରେ ସ୍ଥାନ ପକ୍କା କରିଛି ଜର୍ମାନୀ । ଆଜି ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଖେଳାଯାଉଥିବା ତୃତୀୟ କ୍ୱାଟର ଫାଇନାଲରେ ମୁହାଁମୁହିଁ ହୋଇଥିଲେ ଜର୍ମାନୀ ଓ ଇଂଲଣ୍ଡ । ଏହି ମ୍ୟାଚ ଆରମ୍ଭରୁ ଜର୍ମାନୀ ଉପରେ ଭାରି ପଡ଼ିଥିଲା ଇଂଲଣ୍ଡ । ଆରମ୍ଭରୁ ପ୍ରଥମ ଦୁଇଟି ଗୋଲ ସ୍କୋର କରି ଜର୍ମାନୀ ଉପରେ ଚାପ ସୃଷ୍ଟି କରିଥିଲା ଇଂଲଣ୍ଡ । କିନ୍ତୁ ମ୍ୟାଚର ଦ୍ୱିତୀୟାର୍ଦ୍ଧରେ ଦମଦାର କମବ୍ୟାକ୍ କରିଥିଲା ଜର୍ମାନୀ । ମ୍ୟାଚର ଶେଷ ଦୁଇ ମିନିଟରେ ଗୋଲ ସ୍କୋର କରି ଦମଦାର କମବ୍ୟାକ୍ କରିଥିଲା ଜର୍ମାନୀ । ଯାହାଫଳରେ ଏହି ମ୍ୟାଚ ୨-୨ରେ ଡ୍ର’ ରହିଥିଲା । ମ୍ୟାଚ୍ ଡ୍ର’ ରହିବା ପରେ ଖେଳ ସୁଟ ଆଉଟକୁ ଯାଇଥିଲା । ସୁଟଆଉଟରେ ଜର୍ମାନୀ ଇଂଲଣ୍ଡକୁ ୪-୩ରେ ପରାସ୍ତ କରି ସେମିଫାଇନାଲରେ ନିଜ ସ୍ଥାନ ପକ୍କା କରିଛି । ତେବେ ଆଜି ଚତୁର୍ଥ ସେମିଫାଇନାଲରେ କଳିଙ୍ଗ ଷ୍ଟାଡିୟମରେ ମୁହାଁମୁହିଁ ହେଉଛନ୍ତି ନେଦରଲାଣ୍ଡ୍ସ ଓ ସାଉଥ କୋରିଆ ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!