Friday, October 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ପୈାରାଂଚଳରୁ ୧୦୮ ୟୁନିଟ୍ ରକ୍ତ ସଂଗ୍ରହ

by ସଞ୍ଜୟ ସ୍ୱାଇଁ
April 28, 2020
in Feature News
ନୟାଗଡ଼ ପୈାରାଂଚଳରୁ ୧୦୮ ୟୁନିଟ୍ ରକ୍ତ ସଂଗ୍ରହ
23
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ରକ୍ତ ଭଣ୍ଡାରରେ ଜୀବନବିନ୍ଦୁ ମାଧ୍ୟମରେ ରକ୍ତସଂଗ୍ରହ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିବା ବେଳେ ୧୫ ତାରିଖରୁ ଚାଲିଥିବା ଏହି ରକ୍ତଦାନ କାର୍ଯ୍ୟକ୍ରମ ଆଜି ଶେଷ ହୋଇଛି । ଏହି ପ୍ରରିପ୍ରେକ୍ଷିରେ ୨୫ ତାରିଖରୁ ପୈରାଞ୍ଚଳରୁ ୨୫ ତାରିଖରୁ ଚାଲିଥିଲା ଏହି ରକ୍ତଦାନ କାର୍ଯ୍ୟକ୍ରମରେ ମୋଟ ୧୦୮ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି । ନୟାଗଡ଼ ବିଧାୟକ ତଥା ମନ୍ତ୍ରୀ ଡ. ଅରୁଣ କୁମାର ସାହୁଙ୍କ ନିର୍ଦ୍ଦେଶରେ ଚାଲିଥିବା ଏହି ରକ୍ତଦାନ କାର୍ଯ୍ୟକ୍ରମର ଆଜିର ଦିବସରେ ନୟାଗଡ଼ ପୈାର ପରିଷଦ ଅନ୍ତର୍ଗତ ୯ନଂ ୱାର୍ଡ଼ରୁ ୧୦ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ୧୦ନଂ ୱାର୍ଡ଼ରୁ ୭ୟୁନିଟ୍‌, ୧୧ନଂ ୱାର୍ଡ଼ରୁ ୭ ୟୁନିଟ୍‌, ୧୨ନଂ ୱାର୍ଡ଼ରୁ ୧୧ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି । ଆଜିର ଦିବସରେ ମୋଟ ୩୫ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି । ବିଜୁ ଯୁବବାହିନୀ, ଛାତ୍ରବିଜେଡି, ଯୁବ ବିଜେଡିମାନଙ୍କ ମିଳିତ ଉଦ୍ୟମରେ ଏହି ରକ୍ତଦାନ ସଂଗ୍ରହ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଅଛି । ଯୁବ ବିଜେଡି ପକ୍ଷରୁ ରମେଶ କୁମାର ସାହୁ, ପୂର୍ବତନ ଏନ୍‌ଏସି ଚେୟାରମ୍ୟାନ୍ ଗୁରୁପ୍ରସାଦ ଜେନା, ଅମୁଲ୍ୟ ମହାନ୍ତି, ରଂଜନ ରଂଶ୍ମୀ ଜେନା, ଅମିତ୍ କୁମାର ପଟ୍ଟନାୟକ, ଜାନୀକି ଜେନା, ଦୁର୍ଯ୍ୟୋଧନ ବେହେରା, ସତ୍ୟବ୍ରତ ପଟ୍ଟନାୟକ ପ୍ରମୁଖ ଯୋଗଦେଇ ଏହି ରକ୍ତଦାନ କାର୍ଯ୍ୟକ୍ରମକୁ ପରିଚାଳନ କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!