Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗୋପାଳ ଦାସଙ୍କ ଭାଇକୁ ଉଠାଇନେଲା କ୍ରାଇମ୍‌ବ୍ରାଞ୍ଚ

by ସଞ୍ଜୟ ସ୍ୱାଇଁ
January 31, 2023
in Crime, State
ସ୍ୱାମୀ ସାମ୍ନାରେ ସ୍ତ୍ରୀଙ୍କୁ ଗଣଦୁଷ୍କର୍ମ, ୪ ଗିରଫ
266
VIEWS
Share on FacebookShare on Twitter

ଝାରସୁଗୁଡ଼ା, (ବାଘୁଆବାର୍ତ୍ତା):  ନବଦାସଙ୍କ ହତ୍ୟାକାରୀ ଗୋପାଳଙ୍କ ଭାଇ ସତ୍ୟନାରାୟଣ ଦାସଙ୍କୁ କ୍ରାଇମବ୍ରାଞ୍ଚ ଉଠାଇନେଇଛି। ସୂଚନାଥାଉକି ଓଡ଼ିଶାର ସ୍ୱାସ୍ଥ୍ୟମନ୍ତ୍ରୀ ସ୍ୱର୍ଗତ ନବଦାସଙ୍କ ମୃତ୍ୟୁ ସନ୍ଦେହ ଘେରରେ ରହିଛି। ତାଙ୍କୁ ଅଭିଯୁକ୍ତ ଏଏସଆଇ ଜଣଙ୍କ ଜାଣିଶୁଣି ହତ୍ୟା କରିଛନ୍ତି ନା ଏହା ପଛରେ କାହାରି ହାତ ରହିଛି ତାର ଏବେ ତଦନ୍ତ କରାଯାଉଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ କ୍ରାଇମ ବ୍ରାଞ୍ଚ ଏହାର ତଦନ୍ତ ଭାର ନେଇ ପୁଙ୍ଖାନୁପୁଙ୍ଖ ତଦନ୍ତ କରୁଛି। ଏହି କ୍ରମରେ ଏଏସଆଇ ଗୋପାଳ ଦାସଙ୍କ ଭାଇଙ୍କ ହୋଟେଲରେ ପହଞ୍ଚି ତନାଘନା କ୍ରାଇମବ୍ରାଞ୍ଚ ଟିମ୍ ଚଳାଇଥିଲା। କ୍ରାଇମବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରା ଝାରସୁଗୁଡ଼ା ବ୍ରଜରାଜନଗରରେ ଥିବା ଗୋପାଳ ଦାସଙ୍କ ଭାଇଙ୍କ ହୋଟେଲରେ ପହଞ୍ଚି ତଦନ୍ତ କରିଥିଲେ। ଏଡିଜିଙ୍କ ସହିତ ସ୍ଥାନୀୟ ପୋଲିସ ଟିମ୍ ତାଙ୍କୁ ତଦନ୍ତରେ ସହଯୋଗ କରିଥିଲେ। ଭାଇଙ୍କ ହୋଟେଲରେ ଅଭିଯୁକ୍ତ ଗୋପାଳ ବସାଉଠା କରୁଥିଲେ ବୋଲି ଜଣାପଡ଼ିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!