Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନବ ଦାସଙ୍କ ପିଏସଓ ସସପେଣ୍ଡ, ବଦଳିଲେ ବ୍ରଜରାଜନଗର ଆଇଆଇସି

by ସଞ୍ଜୟ ସ୍ୱାଇଁ
February 1, 2023
in Crime, State
ପାଇଖାନା ଅର୍ଥ ଦୁର୍ନୀତି ନେଇ ଭିଜିଲାନ୍ସର ତଦନ୍ତ
284
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲାରେ ପ୍ରତ୍ୟେକ ଦିନ କିଛି କିଛି କଥା ସାମ୍ନାକୁ ଆସୁଛି । ଏଥିସହିତ ଅନେକ ଅଧିକାରୀଙ୍କୁ ଚାକୀରିରୁ ବହିସ୍କାର ଏବଂ ବଦଳି କରାଯାଉଛି । ତେବେ ଗତକାଲି ବ୍ରଜରାଜନଗର ଏସଡିପିଓ ଏବଂ ଝାରସୁଗୁଡା ଏସପିଙ୍କ ବଦଳି କରାଯାଇଥିବା ବେଳେ ଆଜି ମନ୍ତ୍ରୀଙ୍କ ପିଏସଓକୁ ସସପେଣ୍ଡ କରାଯାଇଛି । ଏତତ୍ ବ୍ୟତୀତ ବ୍ରଜରାଜନଗର ଆଇଆଇସିଙ୍କୁ ମଧ୍ୟ ବଦଳି କରାଯାଇଛି । ତେବେ ମିଳିଥିବା ସୂଚନା ଅନୁଯାୟୀ, ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ପୋଲିସ ଏଏସଆଇ ଗୁଳି କରି ହତ୍ୟା କରିବା ପରେ ସରକାର ଅନେକ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି । ଫଳରେ ସେଦିନ ଦାଇତ୍ୱରେ ଥିବା ସମସ୍ତ ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି । ଯାହାଦ୍ୱାରା ପୂର୍ବରୁ ୨ ଜଣ ଅଧିକାରୀଙ୍କୁ ବଦଳି କରାଯାଇଥିବା ବେଳେ ଆଜି ମନ୍ତ୍ରୀ ନବଦାସଙ୍କ ପିଏସଓ ମିତ୍ରଭାନୁ ଦେଓଙ୍କୁ ଚାକିରୀରୁ ବହିଷ୍କାର କରାଯାଇଛି । ତେବେ ଡ୍ୟୁଟିରେ ଅବହେଳା କାରଣରୁ ତାଙ୍କୁ ସସପେଣ୍ଡ କରାଯାଇଥିବା ସୂଚନା ମିଳିଛି । ସେହିପରି ବ୍ରଜରାଜନଗର ଆଇଆଇସି ପ୍ରଦ୍ୟୁମ୍ନ କୁମାର ସ୍ୱାଇଁଙ୍କୁ ମଧ୍ୟ ବଦଳି କରାଯାଇଛି । ତେବେ ତାଙ୍କୁ ସମ୍ବଲପୁର ଜିଲ୍ଲା ମୁଖ୍ୟାଳୟକୁ ବଦଳି କରାଯାଇଥିବା ଜଣା ପଡିଛି । ଏତତ୍ ବ୍ୟତୀତ ଗାନ୍ଧିଛକ ଫାଣ୍ଡି ଅଧିକାରୀ ଏସଆି ଶିଶିଭୂଷଣ ପୋଢଙ୍କୁ ମଧ୍ୟ ବଦଳି କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!