Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଢ଼ିଲା ତିର୍ତ୍ତୋଲ ବିଧାୟକଙ୍କ ଅଡ଼ୁଆ

by ସଞ୍ଜୟ ସ୍ୱାଇଁ
February 3, 2023
in Crime, State
ବଢ଼ିଲା ତିର୍ତ୍ତୋଲ ବିଧାୟକଙ୍କ ଅଡ଼ୁଆ
444
VIEWS
Share on FacebookShare on Twitter

ତିର୍ତ୍ତୋଲ, (ବାଘୁଆବାର୍ତ୍ତା): ବିଧାୟକଙ୍କ ସହ ପ୍ରେମ ସମ୍ପର୍କ ସହ ବିଗିଡ଼ିବାରୁ ପ୍ରାୟ ୯ ମାସ ତଳେ ଥାନା ଦ୍ୱାରସ୍ଥ ହୋଇଥିଲେ ପ୍ରେମିକା। ହେଲେ ପୁଲିସ୍ ବିଧାୟକଙ୍କ ନାଁରେ ମାମଲା ରୁଜୁ କରିବାକୁ ପଛଘୁଞ୍ଚା ଦେଉଥିବା ବେଳେ ଆଜି କାଲି କହି ଦିନ ଗଡ଼ାଉଥିଲା। କିନ୍ତୁ ଏବେ ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ତତ୍ପର ହୋଇ ଉଠିଛନ୍ତି ଥାନା ବାବୁ। ତିର୍ତ୍ତୋଲ ବିଧାୟକ ବିଜୟଶଙ୍କର ଦାସଙ୍କ ନାଁରେ ମାମଲା ରୁଜୁ ହୋଇଥିବା ବେଳେ ପୁଲିସ୍ ଏହାର ତଦନ୍ତ ଆରମ୍ଭ କରିଥିବା ଜଣାଯାଇଛି। ହାଇକୋର୍ଟ ନିର୍ଦ୍ଦେଶ ଦେବା ପରେ ଗତକାଲି ସନ୍ଧ୍ୟାରେ ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସଙ୍କ ବାନ୍ଧବୀ ସୋମାଲିକା ଦାଶ ତାଙ୍କ ଓକିଲଙ୍କ ସହିତ ଜଗତସିଂହପୁର ସଦର ଥାନାରେ ପହଞ୍ଚି ପୁଣିଥରେ ଏତଲା ଦେଇଛନ୍ତି । ସଦର ଥାନା ଆଇଆଇସି ଏତଲା ଗ୍ରହଣ କରି ମାମଲା ରୁଜୁ କରିଥିବା କହିଛନ୍ତି ସୋମାଲିକା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!