Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏସ୍‌ଟିଏଫ୍ ଜାଲରେ ନକଲି ନୋଟ୍ କାରବାର ବ୍ୟବସାୟୀ

by ସଞ୍ଜୟ ସ୍ୱାଇଁ
February 3, 2023
in Crime, State
ଏସ୍‌ଟିଏଫ୍ ଜାଲରେ ନକଲି ନୋଟ୍ କାରବାର ବ୍ୟବସାୟୀ
137
VIEWS
Share on FacebookShare on Twitter

ବଲାଙ୍ଗୀର, (ବାଘୁଆବାର୍ତ୍ତା): ଏସ୍‌ଟିଏଫ୍ ଜାଲରେ ନକଲି ନୋଟ କାରବାର କରୁଥିବା ବ୍ୟବସାୟୀ। ୩୧ ଲକ୍ଷ ୨୭ ହଜାର ୫୦୦ ଟଙ୍କା ଜବତ ଏସ୍‌ଟିଏଫ୍ ଟିମ୍। ନିର୍ଭରଯୋଗ୍ୟ ସୂଚନାକୁ ଆଧାର କରି ସ୍ପେଶାଲ ଟାସ୍କଫୋର୍ସ ନକଲି ନୋଟ୍ କାରବାର କରୁଥିବା ଅଭିଯୁକ୍ତକୁ ଧରିବାରେ ସଫଳ ହୋଇଛି। ଅଭିଯୁକ୍ତ ସନ୍ତୋଷଜନକ ଉତ୍ତର ଦେଇ ନପାରିବାରୁ ତାଙ୍କୁ ଗିରଫ କରାଯାଇ ପଚରାଉଚୁର କରୁଛି ଏସ୍‌ଟିଏଫ୍ ଟିମ୍‌। ବୁଧବାର ସନ୍ଧ୍ୟା ସମୟରେ ଟିଟଲାଗଡ଼ ଥାନା ଅନ୍ତର୍ଗତ ବସ୍ ଷ୍ଟାଣ୍ଡ ନିକଟରେ ଥିବା ପାର୍କର ମୁଖ୍ୟ ଫାଟକ ପାଖରେ ନକଲି ନୋଟ୍ କାରବାର ନେଇ ଏସ୍‌ଟିଏଫ୍ ଟିମ୍ ସୂଚନା ମିଳିଥିଲା । ଏସ୍‌ଟିଏଫ୍ ଟିମ୍ ଘଟଣାସ୍ଥଳରେ ଚଢ଼ଉ କରି ବ୍ୟବସାୟୀଙ୍କ ନିକଟରୁ ୩୧ ଲକ୍ଷ ୨୭ ହଜାର ୫୦୦ ଟଙ୍କା ଜବତ କରାଯାଇଥିଲା। ନକଲି ଟଙ୍କା କାରବାର କରୁଥିବା ବ୍ୟବସାୟୀକୁ ମଧ୍ୟ ଗିରଫ କରିବାରେ ମଧ୍ୟ ସଫଳ ହୋଇଥିଲା ଏସ୍‌ଟିଏଫ୍। ଅଭିଯୁକ୍ତ ବ୍ୟବସାୟୀ ଜଣକ କଳାହାଣ୍ଡି ଜିଲ୍ଲା କଣ୍ଟାମାଲ କେଗୋନ୍ ଥାନା ଅଞ୍ଚଳର ଲିଙ୍ଗରାଜ ବେହେରା(୫୦) ବୋଲି ଜଣାପଡିଛି। ଏତେ ଟଙ୍କା କେଉଁଠୁ ଆଣୁଥିଲେ ଏବଂ କାହାକୁ ଦେବାକୁ ଯାଉଥିଲା ସେନେଇ ତଦନ୍ତ ଆରମ୍ଭ କରିଛି ଏସ୍‌ଟିଏଫ୍‌। ଆଗରୁ ଏସ୍‌ଟିଏଫ୍ ଟିମ୍ ୭୮ ଲକ୍ଷ ୭୦ ହଜାର ୬୦୦ ନକଲି ନୋଟ ଜବତ କରିଥିବା ନେଇ ଏସ୍‌ଟିଏଫ୍ ଆଇଜି ଜୟନାରାୟଣ ପଙ୍କଜ ସୂଚନା ଦେଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!