Saturday, April 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୋଖରୀରେ ବୁଡି ଛାତ୍ର ମୃତ

by ସଞ୍ଜୟ ସ୍ୱାଇଁ
April 30, 2020
in Accident
ପୋଖରୀରେ ବୁଡି ଛାତ୍ର ମୃତ
25
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଦଶପଲ୍ଲା ଥାନା ଅଧିନସ୍ଥ ଟାକରା ରଥିପୁର ଗ୍ରାମର କୃଷ୍ଣଚନ୍ଦ୍ର ପ୍ରଧାନଙ୍କ ୧୨ବର୍ଷର ପୁଅ ପ୍ରଦୀପ୍ତ ଗାଁ ନିକଟସ୍ଥ ପୋଖରୀକୁ ଗାଧୋଇବା ପାଇଁ ଯାଇଥିବା ବେଳେ ପାଣିରେ ବୁଡ଼ି ପ୍ରାଣ ହରାଇଛି । ଖବରପାଇ ଦଶପଲ୍ଲାରୁ ଦମକଳ ବାହିନୀର ଉଦ୍ଧାରକାରୀ ଦଳ ଦୁର୍ଘଟଣାସ୍ଥଳରେ ପହଞ୍ଚି ପ୍ରଦୀପ୍ତକୁ ସଂକଟଜନକ ଭାବେ ଉଦ୍ଧାର କରି ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍‌୍ୟକେନ୍ଦ୍ରରେ ଭର୍ତ୍ତି କରିବା ପରେ ଡାକ୍ତର ତାକୁ ମୃତ ଘୋଷଣା କରିଥିଲେ । ଏ ସମ୍ପର୍କରେ ଦଶପଲ୍ଲା ପୁଲିସ୍ ପକ୍ଷରୁ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ କରାଯାଇଛି । ପ୍ରାଣ ହରାଇଥିବା ଛାତ୍ର ପ୍ରଦୀପ୍ତ ଦଶପଲ୍ଲା ସରକାରୀ ଉଚ୍ଚ ବିଦ୍ୟାଳୟର ସପ୍ତମ ଶ୍ରେଣୀର ଛାତ୍ରଥିଲା । ଛାତ୍ରର ଅକାଳ ମୃତ୍ୟୁ ଯୋଗୁଁ ପରିବାର ତଥା ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

April 17, 2026
ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!