Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨ ଧଳା ଜହର ବେପାରୀ ଗିରଫ

by ସଞ୍ଜୟ ସ୍ୱାଇଁ
February 20, 2023
in Crime, State
୨ ଧଳା ଜହର ବେପାରୀ ଗିରଫ
111
VIEWS
Share on FacebookShare on Twitter

ଜଟଣୀ, (ବାଘୁଆବାର୍ତ୍ତା): ବିଶେଷ ସୂତ୍ରରୁ ଖବର ପାଇ କୁଦିଆରୀ ଉଚ୍ଚ ପ୍ରାଥମିକ ସ୍କୁଲ ପାଖରେ ପୋଲିସର ଏକ ସ୍ୱତନ୍ତ୍ର ଟିମ ଚଢ଼ଉ କରି ୨ ବ୍ରାଉନ ସୁଗାର ବେପାରୀଙ୍କୁ ଗିରଫ କରିଛି। ଦୁଇ ବେପାରୀଙ୍କ ଠାରୁ ସାଢ଼େ ପାଞ୍ଚ ଗ୍ରାମ୍ ବ୍ରାଉନସୁଗାର ସହ ଦୁଇଟି ମୋବଇଲ ଓ ଗୋଟିଏ ମୋଟର ସାଇକେଲ ଜବତ ହୋଇଛି। ସେମାନଙ୍କ ପରିଚୟ ରାକେଶ କୁମାର ହରିଚନ୍ଦନ ଓ ଲୋକନାଥ ମହାପାତ୍ର। ସେମାନେ ଖୋର୍ଦ୍ଧା ଜିଲ୍ଲା ହାଡପଡା ଓ କୁସୁମାଟିର ବାସିନ୍ଦା। ଜଳେଶ୍ୱରରୁ ବ୍ରାଉନ ସୁଗାର ଆଣି ବିକ୍ରି କରୁଥିଲେ ବୋଲି ପୋଲିସ ଆଗରେ ଦୁଇ ଅଭିଯୁକ୍ତ ସ୍ୱୀକାର କରିଛନ୍ତି। ଅଭିଯୁକ୍ତଙ୍କ ନାଁରେ ଏକାଧିକ ଅପରାଧିକ ମାମଲା ଥିବା ପୋଲିସ କହିଛି। ସମ୍ପୃକ୍ତ ଦୁଇ ଜଣକୁଏନଡିପିଏସ ଆକ୍ଟରେ ମାମଲା ରୁଜୁ କରି କୋର୍ଟ ଚାଲାଣ କରିଛି ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!