Wednesday, September 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଳିଙ୍ଗା ଘାଟିରେ ଓଲଟିଲା ପ୍ରବାସି ଓଡ଼ିଆ ବସ

by ସଞ୍ଜୟ ସ୍ୱାଇଁ
May 2, 2020
in Accident
କଳିଙ୍ଗା ଘାଟିରେ ଓଲଟିଲା ପ୍ରବାସି ଓଡ଼ିଆ ବସ
30
VIEWS
Share on FacebookShare on Twitter

ଭୂବନେଶ୍ୱର,(ବାଘୁଆବାର୍ତ୍ତା ବ୍ୟୁରୋ): ସୁରାଟରୁ ଗଞ୍ଜାମ ଜିଲ୍ଲାକୁ ଆସୁଥିବା ପ୍ରବାସୀ ଓଡ଼ିଆ ବସ ଫୁଲବାଣୀ ଜିଲ୍ଲା କଳିଙ୍ଗା ଘାଟିରେ ଓଲଟି ପଡ଼ିଥିବା ସୂଚନା ମିଳିଛି । ବସ୍‌ରେ ୪୦ ଜଣ ଯାତ୍ରୀ ରହିଥିବା ବେଳେ ରାଜ୍ୟ ସରକାର ସେମାନଙ୍କୁ ଉଦ୍ଧାର ପାଇଁ ତତ୍ପରତା ପ୍ରକାଶ କରିଛନ୍ତି । ମୃତାହତଙ୍କ ସଂମ୍ପର୍କରେ ସୂଚନା ମିଳିନଥିବା ବେଳେ ଏଥିରେ ଏକାଧିକ ଆହାତ ଘଟିଥିବା ଅନୁମାନ କରାଯାଉଛି । ଘାଟିର ଅନ୍ଧାରକୋଟ ନିକଟରେ ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି । ଏହି ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!