Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କ୍ରାଇମବ୍ରାଞ୍ଚ କବଜାରେ ଅନଲାଇନ୍ ବେଟିଂ ଚିଟଫଣ୍ଡ୍ ଠକ, ୨ ଗିରଫ

by ସଞ୍ଜୟ ସ୍ୱାଇଁ
February 24, 2023
in Crime, State
କ୍ରାଇମବ୍ରାଞ୍ଚ କବଜାରେ ଅନଲାଇନ୍ ବେଟିଂ ଚିଟଫଣ୍ଡ୍ ଠକ, ୨ ଗିରଫ
134
VIEWS
Share on FacebookShare on Twitter

ଭୁବନେଶ୍ଵର, (ବାଘୁଆବାର୍ତ୍ତା): କ୍ରାଇମବ୍ରାଞ୍ଚ କବଜାରେ ଅନଲାଇନ ବେଟିଂ ଚିଟଫଣ୍ଡ୍ ଠକ। ଚୀନରେ କମ୍ପାନୀ ରେଜିଷ୍ଟ୍ରେସନ, ଦୁବାଇରୁ ହେଉଥିଲା ଅପରେସନ। ୨ ଜଣ ଠକଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ EOW। ଗିରଫ ହୋଇଥିବା ଦୁଇ ଅଭିଯୁକ୍ତ ହେଲେ ରୁସ୍ତମ ଖାନ ଓ ମହମଦ ହାକିମ। ଉଭୟଙ୍କ ଘର ପଶ୍ଚିମବଙ୍ଗ ଅଞ୍ଚଳରେ ବୋଲି ଜଣାପଡ଼ିଛି। ୧୫୦ ଆକାଉଣ୍ଟରେ ଏହି ରାକେଟ୍ ଅପରେଟ ହେଉଥିଲା। ଏବେ ସୁଦ୍ଧା ୧୭ଟି ଆକାଉଣ୍ଟକୁ ଠାବ କରିଛି କ୍ରାଇମବ୍ରାଞ୍ଚ। ଏବେ ସୁଦ୍ଧା ୧୦୮ କୋଟି ଟଙ୍କା ଠାବ କରାଯାଇଛି। ଗିରଫ ପରେ ୨ ଅଭିଯୁକ୍ତଙ୍କୁ ଚିଫ୍ ଜୁଡିସିଆଲ ମାଜିଷ୍ଟ୍ରେଟରେ ହଜାର କରାଯାଇ ୫ ଦିନିଆ ଟ୍ରାନଜିଟ ରିମାଣ୍ଡରେ ଅଣାଯାଉଛି। ଉଭୟଙ୍କୁ ବ୍ରହ୍ମପୁର ଓ.ପି.ଆଇ.ଡି କୋର୍ଟରେ ହାଜର କରାଯିବ। ଏବେ ଏହି ଘଟଣାକୁ ନେଇ EOW ଇଣ୍ଟରପୁଲର ସହାୟତା ଲୋଡ଼ିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!