Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାତି ଅଧରେ ଟ୍ରାଫିକ ନିର୍ମାଣ ତଦାରଖ କଲେ ଅରୁଣ

by ସଞ୍ଜୟ ସ୍ୱାଇଁ
February 25, 2023
in Feature News, Nayagarh
ରାତି ଅଧରେ ଟ୍ରାଫିକ ନିର୍ମାଣ ତଦାରଖ କଲେ ଅରୁଣ
520
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ପାଇଁ ଦିନ ରାତି ସବୁ ସମାନ। ପ୍ରତ୍ୟେକ ସମୟରେ ତାଙ୍କୁ ନୟାଗଡ଼ ବିକାଶ ଚିନ୍ତା। ବିକାଶ ମୂଳକ କାମକୁ ସଠିକ ଭାବେ ତଦାରଖ କରିବା ହେଉ କି ସମୀକ୍ଷା କରିବା। ବିଭାଗୀୟ ଅଧିକାରୀଙ୍କ ମଧ୍ୟରେ ସମନ୍ଵୟ ରକ୍ଷା କରି କାମ ଆଗେଇ ନେବାରେ ସେ ସିଦ୍ଧହସ୍ତ। ଶୁକ୍ରବାର ବିଧାନସଭାରେ ବଜେଟ ଅଧବେଶନ ଥିଲା। ଦିନ ତମାମ ବିଧାନସଭାରେ ରହିବା ପରେ ସଂନ୍ଧ୍ୟାରେ ନୟାଗଡ଼ ଆସି କେତେକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ରାତି ଅଧ ବେଳକୁ ହଠାତ ପୁରୁଣା ବସଷ୍ଟାଣ୍ଡଠାରେ ପହଞ୍ଚି, ନିର୍ମାଣ ହେବାକୁ ଥିବା ଟ୍ରାଫିକ ବ୍ୟବସ୍ଥାର ତଦାରଖ କରିଥିଲେ। ପୌର ପରିଷଦ କର୍ମଚାରୀ ମଧ୍ଯ ଉପସ୍ଥିତ ରହି ନିର୍ମାଣ କାମ ସମ୍ପର୍କରେ ବିଧାୟକଙ୍କୁ ଅବଗତ କରାଇଥିଲେ। ବିଧାୟକଙ୍କ ଏଭଳି କାର୍ଯ୍ଯ କରିବାର ଦକ୍ଷତା ଏବଂ ଆନ୍ତରିକତାକୁ ନେଇ ବୁଦ୍ଧିଜୀବୀ ମହଲରେ ପ୍ରଶଂସା କରାଯାଉଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!