Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡ଼ିଶାର ସାଇବର ଠକକୁ ବାନ୍ଧିଲା ମଣିପୁର ପୁଲିସ

by ସଞ୍ଜୟ ସ୍ୱାଇଁ
March 12, 2023
in Crime, State
ଓଡ଼ିଶାର ସାଇବର ଠକକୁ ବାନ୍ଧିଲା ମଣିପୁର ପୁଲିସ
161
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ସାଇବର ଠକକୁ ମଣିପୁର ପୋଲିସ ବାନ୍ଧିବା ପରେ ଛାନବିନ୍ । ଓଡ଼ିଶାରେ ସାଇବର ଠକେଇ ନେଇ ଖୋଳତାଡ଼ ଆରମ୍ଭ କଲା ପୋଲିସ । ଗତକାଲି ନୟାପଲ୍ଲୀ ବେହେରା ସାହିରୁ ବିକାଶ ଆଚାର୍ଯ୍ୟକୁ ଗିରଫ କରିଥିଲା ମଣିପୁର ପୋଲିସ । ବାଲେଶ୍ବର ସଦର ଥାନା ବାଲିଆ ଅଞ୍ଚଳର ବିକାଶ ଆଚାର୍ଯ୍ୟ ବେହେରା ସାହିରେ ଭଡ଼ାରେ ରହୁଥିଲା । କମିଶନରେଟ ପୋଲିସ ସହାୟତାରେ ତାକୁ ଗିରଫ କରିଛି ପୋଲିସ । ୨୫ ଲକ୍ଷ ଟଙ୍କା ଠକେଇ ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଇଛି ପୋଲିସ । ଗିରଫ ପରେ ଆନ୍ତଃରାଜ୍ୟ ଲିଙ୍କ ଖୋଜୁଛି ଭୁବନେଶ୍ବର ସାଇବର ପୋଲିସ । ଓଡ଼ିଶାରେ କାହାକୁ ଠକିଥିବା ନେଇ ଖୋଳତାଡ଼ ଜାରି ରହିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!