Tuesday, September 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୪ ଲକ୍ଷ ପ୍ରଦାନ

by Anil Panda
May 8, 2020
in Breaking
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ତରଫରୁ ମୁଖ୍ୟମନ୍ତ୍ରୀଙ୍କ  ରିଲିଫ ପାଣ୍ଠିକୁ  ୪ ଲକ୍ଷ ପ୍ରଦାନ
22
VIEWS
Share on FacebookShare on Twitter

ଭୂବନେଶ୍ୱର,(ବାଘୁଆବାର୍ତ୍ତା ବ୍ୟୁରୋ):  ରାଜ୍ୟରେ କୋଭିଡ୍‌-୧୯ ସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ୪ ଲକ୍ଷ ୧୬ ହଜାର ୧୮୫ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ସି.ଏମ୍‌.ଆର.ଏଫ୍‌ (ଈMRଏ)କୁ ପ୍ରଦାନ କରାଯାଇଛି । ଆଜି ପୂର୍ବାହ୍ନରେ ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଅଧ୍ୟକ୍ଷ ଶ୍ରୀ ଅମରେନ୍ଦ୍ର ପଟ୍ଟନାୟକ ଏବଂ ବିଭାଗୀୟ ସଚିବ ଶ୍ରୀମତୀ ନିୟତି ପଟ୍ଟନାୟକ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶଙ୍କୁ ଏହି ଅର୍ଥ ରାଶି ଚେକ୍‌ ଆକାରରେ ରିଲିଫ୍‌ ପାଣ୍ଠି ଉଦ୍ଦେଶ୍ୟରେ ପ୍ରଦାନ କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!