Sunday, June 14, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଡିପ୍ଲୋମା ଇଂଜିନିୟର ସେବା ସଂଘ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠି ପାଇଁ ୩୦ ଲକ୍ଷ ପ୍ରଦାନ

by Anil Panda
May 8, 2020
in Breaking
ଡିପ୍ଲୋମା ଇଂଜିନିୟର ସେବା ସଂଘ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠି ପାଇଁ ୩୦ ଲକ୍ଷ ପ୍ରଦାନ
14
VIEWS
Share on FacebookShare on Twitter

ଭୂବନେଶ୍ୱର,(ବାଘୁଆବାର୍ତ୍ତା ବ୍ୟୁରୋ): ଓଡ଼ିଶା ଡିପ୍ଲୋମା ଇଂଜିନିୟର ସେବା ସଂଘ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠି ପାଇଁ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ରାଜ୍ୟ ଲୋକସେବା ଭବନରେ ୩୦ ଲକ୍ଷ ଟଙ୍କାର ଚେକ୍‌ ପ୍ରଦାନ କରାଯାଇଛି । ଚେକ୍‌ ପ୍ରଦାନବେଳେ ସଂଘର ଆକ୍ସନ୍‌ କମିଟି ଚେୟାରମ୍ୟାନ ଇଂ. ନିର୍ମଳ ଚନ୍ଦ୍ର ସ୍ୱାଇଁ, ଉପଦେଷ୍ଟା ଇଂ. ନରେନ୍ଦ୍ର କୁମାର ନାୟକ, ସଭାପତି ଇଂ. ପ୍ରଦୀପ  କୁମାର ପାତ୍ର, ସାଧାରଣ ସଂପାଦକ ଇଂ. ଯଶୋବନ୍ତ ନାୟକ, ଉପସଭାପତି ଇଂ. ଶ୍ରୀଧର ବାରିକ ଏବଂ ଭୁବନେଶ୍ୱର ଶାଖା ସଭାପତି ଇଂ. ଶ୍ରୀକାନ୍ତ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ । ଉଲ୍ଲେଖ ଥାଉ କି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନରେ ଅନୁପ୍ରାଣିତ ହୋଇ ସାରା ରାଜ୍ୟରେ କାର୍ଯ୍ୟରତ ସଂଘର ସଭ୍ୟସଭ୍ୟାମାନେ ସ୍ୱତଃସ୍ପୁର୍ତ୍ତ ଭାବେ ଏହା ପ୍ରଦାନ କରିଛନ୍ତି । ଦ୍ୱିତୀୟ ଦଫାରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠି ପାଇଁ ଅନୁଦାନ ସଂଗ୍ରହ ଜାରି ରହିଛି, ଯାହାକି ପରବର୍ତ୍ତୀ ସମୟରେ ପ୍ରଦାନ
କରାଯିବ । କୋଭିଡ୍‌-୧୯କୁ ନିୟନ୍ତ୍ରଣ କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଆନ୍ତରିକ ପ୍ରଚେଷ୍ଟାକୁ ସଂଘ ସର୍ବୋତ୍ତ ଭାବେ ସମର୍ଥନ କରି ଧନ୍ୟବାଦ୍‌ ଅର୍ପଣ କରିଛନ୍ତି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!