Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରକ୍ତଦାନ ଶିବିର, ୧୬ ୟୁନିଟ୍ ସଂଗୃହିତ

by Anil Panda
May 8, 2020
in Lifestyle
ରକ୍ତଦାନ ଶିବିର, ୧୬ ୟୁନିଟ୍ ସଂଗୃହିତ
25
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଆଜି ବିଶ୍ୱ ରେଡକ୍ରସ୍ ଦିବସ ଅବସରରେ ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳଙ୍କ ସଭାଗୃହରେ ଅନୁଷ୍ଠିତ ଶିବିରରେ ୧୬ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି । ଏହି ଶିବିରକୁ ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟ ଓ ଜରୁରୀ କାଳିନ ବିଭାଗ ଅଧିକାରୀ ଧୋବା ନାୟକ ପ୍ରମୂଖ ଆନୁଷ୍ଠାନିକ ଉଦ୍‌ଘାଟନ କରିଥିଲେ । ଜିଲ୍ଲା ପ୍ରଶାସନ ଓ ରେଡକ୍ରସ ସ୍ୱେଚ୍ଛାସେବୀ ମିଳିତ ଆନୁକୁଲ୍ୟରେ ଏହି ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା । ରକ୍ତ ଭଣ୍ଡାର କର୍ମଚାରୀଙ୍କ ସମେତ ସମାଜସେବୀ ଦାମୋଦର ସାହୁ, ଅଜୟ କୁମାର ରଥ, ବିଭୂତି ଭୂଷଣ ପଟ୍ଟନାୟକ ସମେତ ଅନେକ ଏହି ରକ୍ତଦାନ ଶିବିରକୁ ସହଯୋଗ କରିଥିଲେ ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!