Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୭୦ ବର୍ଷର ବୃଦ୍ଧାଙ୍କୁ ଦୁଷ୍କର୍ମ କରି ଲୁଟିନେଲେ ସୁନା ଅଳଙ୍କାର, ବାନ୍ଧିଲା ପୁଲିସ

by ସଞ୍ଜୟ ସ୍ୱାଇଁ
March 16, 2023
in Crime, State
୭୦ ବର୍ଷର ବୃଦ୍ଧାଙ୍କୁ ଦୁଷ୍କର୍ମ କରି ଲୁଟିନେଲେ ସୁନା ଅଳଙ୍କାର, ବାନ୍ଧିଲା ପୁଲିସ
144
VIEWS
Share on FacebookShare on Twitter

ଗୋପ, (ବାଘୁଆବାର୍ତ୍ତା): ୭୦ ବର୍ଷ ବୃଦ୍ଧାଙ୍କୁ ଦୁଷ୍କର୍ମ ଅଭିଯୋଗ । ପୁରୀ ଜିଲ୍ଲା ଗୋପ ଥାନା ଅନ୍ତର୍ଗତ ପାଇକସାହିରେ ଘଟିଛି ଏଭଳି ଅଭାବନୀୟ ଘଟଣା । ବୃଦ୍ଧା ଜଣଙ୍କ ଘରେ ଶୋଇଥିବା ଅବସ୍ଥାରେ ଯୁବକ ଜଣଙ୍କ ଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ହୋଇଛି । ଯୁବକକୁ ଗିରଫ କରି କୋର୍ଟ ଚାଲାଣ କରିଛି ଗୋପ ପୋଲିସ । ମହିଳା ଜଣଙ୍କ ଘରେ ଏକୁଟିଆ ଶୋଇଥିବା ସୁଯୋଗ ପାଇ ପାଇକସାହିର ଯୁବକ ପିଣ୍ଟା ଲେଙ୍କା ବୃଦ୍ଧା ମହିଳାଙ୍କୁ ଜୋର ଜବରଦସ୍ତ ଦୁଷ୍କର୍ମ କରିଥିଲେ । ଏହାସହ ସୁନା କାନ ଫୁଲ ସହିତ ଆଲମାରୀ ଭାଙ୍ଗି କିଛି ଟଙ୍କା ନେଇଯାଇଥିବା ଥାନାରେ ଅଭିଯୋଗ ହୋଇଥିଲା । ପରେ ଗୋପ ଭାରପ୍ରାପ୍ତ ଅଧିକାରୀ ସୁନୀଲ ପ୍ରଧାନ ଯୁବକକୁ ଗିରଫ କରି କେସ୍ ନଂ ୧୩୩/୨୨ରେ ମାମଲା ରୁଜୁ କରି ୩୪୧,୪୫୦,୩୭୬,୩୯୪ ଓ ୫୦୬ ଦଫାରେ କୋର୍ଟ ଚାଲାଣ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!