Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସଂରକ୍ଷିତ ଜଙ୍ଗଲରୁ ଦେଶୀ ବନ୍ଧୁକ ସହ ୨ ଶିକାରୀ ଗିରଫ

by ସଞ୍ଜୟ ସ୍ୱାଇଁ
March 18, 2023
in Crime, Nayagarh, State
ସଂରକ୍ଷିତ ଜଙ୍ଗଲରୁ ଦେଶୀ ବନ୍ଧୁକ ସହ ୨ ଶିକାରୀ ଗିରଫ
265
VIEWS
Share on FacebookShare on Twitter

ଓଡ଼ଗାଁ, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବନାଞ୍ଚଳ ଅନ୍ତର୍ଗତ ଫାଶିପଲ୍ଲୀ ଶୁଳିଆ ସଂରକ୍ଷିତ ଜଙ୍ଗଲରୁ ବିଳମ୍ବିତ ରାତିରେ ବନବିଭାଗ ୨ ଶିକାରୀଙ୍କୁ ଗିରଫ କରିଛି। ସେମାନେ ହେଲେ ମଗରବନ୍ଧ ଗ୍ରାମର ରବି ପାତ୍ର (୫୩) ଓ ଅଜୟ କୁମାର ପାତ୍ର (୨୦)। ବନାଞ୍ଚଳ ଅଧିକାରୀ ନିଖିଳେଶ ମଲ୍ଲିକ ନେତୃତ୍ୱରେ ବନବିଭାଗର ଏକ ଟିମ ଫାଶିପଲ୍ଲୀ ଶୁଳିଆ ସଂରକ୍ଷିତ ଜଙ୍ଗଲରେ ପାଟ୍ରୋଲିଙ୍ଗ କରୁଥିବାବେଳେ ଅଭିଯୁକ୍ତଦ୍ୱୟ ବିଭିନ୍ନ ଶିକାର ସରଞ୍ଜାମ ଧରି ଜଙ୍ଗଲ ମଧ୍ୟରେ ପ୍ରବେଶ କରୁଥିବାବେଳେ ବନକର୍ମଚାରୀଙ୍କ ହାବୁଡ଼ରେ ପଡ଼ିଥିଲେ। ବନ କର୍ମଚାରିମାନେ ସେମାନଙ୍କ ଠାରୁ ଗୋଟିଏ ଦେଶୀ ବନ୍ଧୁକ ସମେତ ଅଫୁଟା ଗୁଳି, କଟୁରି, ଟର୍ଚ୍ଚ ଲାଇଟ, ଦିଆସିଲି, ସୁତୁଲୀ ବାଣ ଜବତ କରିଛନ୍ତି। ସେମାନଙ୍କ ବିରୁଦ୍ଧରେ ମାମଲା ରୁଜୁ କରାଯାଇ କୋର୍ଟଚାଲାଣ କରାଯିବ ବୋଲି ବନାଞ୍ଚଳ ଅଧିକାରୀ ସୂଚନା ଦେଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!