Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଫ୍ଲୋରାଇଡ ନିୟନ୍ତ୍ରଣ ଓ ପ୍ରତିରୋଧ ଜିଲ୍ଲା ସ୍ତରୀୟ ସଚେତନତା ସଭା

by ସଞ୍ଜୟ ସ୍ୱାଇଁ
March 18, 2023
in Health, Nayagarh, State
ଫ୍ଲୋରାଇଡ ନିୟନ୍ତ୍ରଣ ଓ ପ୍ରତିରୋଧ ଜିଲ୍ଲା ସ୍ତରୀୟ ସଚେତନତା ସଭା
146
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଫ୍ଲୋରାଇଡ ନିୟନ୍ତ୍ରଣ ଓ ପ୍ରତିରୋଧ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସଭାଗୃହରେ ଜିଲ୍ଲା ସ୍ତରୀୟ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଅଛି । ଏହି ସଚେତନତା ସଭାରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାଃ. ମକରନ୍ଦ ବେଉରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ନିୟମିତ ପାଣିର ପରୀକ୍ଷା, ତତଜନିତ ସୃଷ୍ଟି ହେଉଥିବା ରୋଗ, ତାହାର ଲକ୍ଷଣ ଓ ଚିକିତ୍ସା ବିଷୟରେ ବୁଝାଇଥିଲେ । ଫ୍ଲୋରୋସିସ ସୃଷ୍ଟି କରୁଥିବା ସମସ୍ୟାର ସମାଧାନ କରିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ବିଶେଷ କରି ସ୍ଥାୟୀ ପରିବର୍ତ୍ତନ ଘଟିବା ପରେ ଫ୍ଲୋରୋସିସ ଚିକିତ୍ସା କରିବା କଷ୍ଟସାଧ୍ୟ ଅଟେ । ଏଥି ସହିତ ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ । ଫ୍ଲୋରୋସିସ ରୋଗର ନିରାକରଣ ଏବଂ ପରିଚାଳନା ଦକ୍ଷତା ବୃଦ୍ଧି ଏହି ସଭାର ଉଦ୍ଦେଶ୍ୟ ବୋଲି ଡାଃ ମକରନ୍ଦ ବେଉରା ପ୍ରକାଶ କରିଥିଲେ । ଏଥିପାଇଁ ସଚେତନତା ଆବଶ୍ୟକତା ରହିଛି ବୋଲି ମତ ପ୍ରକାଶ ପାଇଥିଲା । ଶେଷରେ ସଚେତନତା ଉପରେ ଗୁରୁତ୍ୱ ଦେଇ ସଭା ଭଙ୍ଗ କରାଯାଇଥିଲା ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!