Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅନ୍ୟ ଜାତିରେ ପ୍ରେମ ବିବାହ, ଯୌତୁକ ପାଇଁ ନର୍ସଙ୍କୁ ହତ୍ୟା

by ସଞ୍ଜୟ ସ୍ୱାଇଁ
March 19, 2023
in Crime, State
ଅନ୍ୟ ଜାତିରେ ପ୍ରେମ ବିବାହ, ଯୌତୁକ ପାଇଁ ନର୍ସଙ୍କୁ ହତ୍ୟା
141
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ଯୌତୁକ ପାଇଁ ନର୍ସଙ୍କୁ ହତ୍ୟା। ଏମିତି କି ଅନ୍ୟ ଜାତିରେ ପ୍ରେମ ବିବାହ ହୋଇଥିବାରୁ ନିର‌୍ୟାତନା ଦିଆଯାଉଥିବା ମଧ୍ୟ ଅଭିଯୋଗ ହୋଇଛି। ଭଦ୍ରକ ଟାଉନ ଥାନା ଅଧିନ କୁଆଁସ ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତକଙ୍କ ପରିବାର ନ୍ୟାୟ ପାଇଁ ଏସପିଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଭଦ୍ରକ ଟାଉନ ଥାନା ଅଧିନ କୁଆଁସ ଅଞ୍ଚଳର ଅନୁସୟା ମୁଖ୍ୟ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଅଧିନରେ ନର୍ସ ଭାବେ କାର‌୍ୟ୍ୟରତ ଥିଲେ। ସେ ପିରାହାଟ ଥାନା ଅଧିନ ପିରତିପୁର ଗାଁର ମନୋଜ ଦାସଙ୍କୁ ପ୍ରେମ ବିବାହ କରିଥିଲେ। ଅନୁସୟା ଅନ୍ୟ ଜାତିର ହୋଇଥିବାରୁ ବିବାହ ପରେ ଶ୍ଵଶୁର ଘର ଲୋକେ ଗ୍ରହଣ କରିନଥିଲେ । ପରେ ଆପୋଷ ବୁଝାମଣାରେ ଶ୍ଵଶୁର ଘରକୁ ଯାଇଥିଲେ। ତାଙ୍କୁ ଯୌତୁକ ପାଇଁ ଅତ୍ୟାଚାର କରାଯାଉଥିବା ମୃତକଙ୍କ ମାଆ ଅଭିଯୋଗ କରିଛନ୍ତି । ଏମିତି କି ସ୍ୱାମୀଙ୍କ ମାଡ଼ରେ ଗୁରୁତର ହୋଇ ଭଦ୍ରକ ମେଡିକାଲରୁ କଟକ ମେଡିକାଲକୁ ସ୍ଥାନାନ୍ତର ହୋଇଥିଲେ ଓ ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା । ଏନେଇ ମୃତକଙ୍କ ମାଆ ଥାନାରେ ଅଭିଯୋଗ କରିଥିଲେ ମଧ୍ୟ ପୋଲିସ କୌଣସି କାର‌୍ୟ୍ୟାନୁଷ୍ଠାନ ଗ୍ରହଣ ନକରିବାରୁ ଏବେ ଭଦ୍ରକ ଏସପିଙ୍କ ଦ୍ୱାରସ୍ଥ ହୋଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!