Thursday, November 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭୂମିକମ୍ପରେ ଥରି ଉଠିଲା ପାକିସ୍ତାନ, ୯ ମୃତ, ଶତାଧିକ ଆହତ

by ସଞ୍ଜୟ ସ୍ୱାଇଁ
March 22, 2023
in WORLD
ଭୂମିକମ୍ପରେ ଥରି ଉଠିଲା ପାକିସ୍ତାନ, ୯ ମୃତ, ଶତାଧିକ ଆହତ
23
VIEWS
Share on FacebookShare on Twitter

ଆଫଗାନିସ୍ତାନ (ବାଘୁଆବାର୍ତ୍ତା): ଆଫଗାନିସ୍ତାନରେ କେନ୍ଦ୍ରୀଭୂତ ହୋଇଥିବା ଭୀଷଣ ଭୂମିକମ୍ପରେ ଥରି ଉଠିଲା ପାକିସ୍ତାନ । ଫଳରେ ଏଯାଏଁ ୯ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୮୦-ରୁ ଅଧିକ ଲୋକେ ଆହତ ହୋଇଥିବା ସୂଚନା ରହିଛି । ଏଠାରେ ଭୂମିକମ୍ପର ତୀବ୍ରତା ରେକ୍ଟର ସ୍କେଲରେ ୬.୬ ରେକର୍ଡ କରାଯାଇଛି । ଭୂକମ୍ପର କେନ୍ଦ୍ର ପାକିସ୍ତାନଠାରୁ ୧୮୦ କିଲୋମିଟର ଦୂରରେ ଥିଲେ ବି ଏଥିରେ ପାକିସ୍ତାନର ଲାହୋର, ଇସ୍ଲାମାବାଦ, ରାୱଲପିଣ୍ଡି, କ୍ୱେଟା, ପେଶାୱର, କୋହାଟ ସମେତ ଅନ୍ୟ କିଛି ସହର ଦୋହଲିଯାଇଥିଲା । ଲୋକେ ପ୍ରାଣ ବିକଳରେ ଘର ବାହାରକୁ ଦୌଡି ପଳାଇଆସିଥିବା ଦେଖିବାକୁ ମିଳିଥିଲା । କେବଳ ଏତିକି ନୁହେଁ ଏହି ଭୂମିକମ୍ପରେ ଉତ୍ତରଭାରତର ଦିଲ୍ଲୀ ସମେତ ଦିଲ୍ଲୀ-ଏନସିଆର ସମେତ ପଞ୍ଜାବ, ହରିୟାଣା, ଜାମ୍ମୁକାଶ୍ମୀରରେ ଭୂମିକମ୍ପ ଅନୁଭୂତ ହୋଇଛି । ପ୍ରାୟ ୨ ମିନିଟ ଧରି ଏହାର କମ୍ପନ ଦିଲ୍ଲୀ ଏନସିଆର ଅଞ୍ଚଳରେ ଲୋକେ ଅନୁଭବ କରିଛନ୍ତି । ଲକ୍ଷ ଲକ୍ଷ ଲୋକ ଖୋଲା ସ୍ଥାନକୁ ପଲାଇ ଆସିଥିବା ଦେଖିବାକୁ ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!