ବେଗୁନିଆ, (ବାଘୁଆବାର୍ତ୍ତା): ଯୁବକଙ୍କୁ ପିଟି ପିଟି ହତ୍ୟା । ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଅନ୍ତର୍ଗତ ଦେଉଳି ଗାଁରେ ଯୁବକଙ୍କୁ ସଂଘବଧ ଆକ୍ରମଣ । ଯୁବକଙ୍କର ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ମୃତ୍ୟୁ ହୋଇଛି । ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଅନ୍ତର୍ଗତ ଦେଉଳି ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ପିଟି ପିଟି ହତ୍ୟା । ବେଗୁନିଆ ଥାନା ଅନ୍ତର୍ଗତ ଦେଉଳି ଗାଁରେ ଯୁବକଙ୍କୁ ସଂଘବଧ ଆକ୍ରମଣ । ଆକ୍ରମଣର ଶିକାର ଯୁବକଙ୍କର ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ମୃତ୍ୟୁ ହୋଇଛି । ମୃତ ଯୁବକ ଜଣଙ୍କ ପ୍ରଦୀପ ବଳିଆରସିଂ । ଗାଁରେ ଚାପା ଉତ୍ତେଜନା ଦେଖାଦେଇଛି । ଫଳରେ ଗାଁରେ ପୋଲିସ ଫୋର୍ସ ମୁତୟନ କରାଯାଇଛି ।





