Wednesday, September 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଜ୍ରପାତରେ ୨୨ ଛେଳି ମୃତ, ୨ ଚରାଳି ଆହତ

by Anil Panda
May 10, 2020
in Breaking
ବଜ୍ରପାତରେ ୨୨ ଛେଳି ମୃତ, ୨ ଚରାଳି ଆହତ
27
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ବଜ୍ରପାତ ଘଟାଇଛି ଅଘଟଣ । କେନ୍ଦୁଝର ଜିଲ୍ଲା ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ କଟରାବେଡା ଠାରେ ଅପରାହ୍ନ ରେ ବଜ୍ରପାତ ହେବାରୁ ୨ ଜଣ ବ୍ୟକ୍ତିଙ୍କ ୧୯ ଟି ଖାଶି ଓ ୩ ଟି ମାଈ ଛେଳି କୁ ମିଶାଇ ୨୨ ଟି ଛେଳି ର ମୃତ୍ୟୁ ହୋଇଥିବା ଜଣାପଡିଛି । ଛେଳି ଚାରାଳି ତଥା ମାଲିକ ଲକ୍ଷ୍ମୀଧର ନାଏକ(୬୫) ଏବଂ ମିତ୍ରଭାନୁ ନାଏକ ଆହତ ହୋଇଛନ୍ତି । ଛେଳି ଚରାଉଥିବାବେଳେ ହଠାତ୍‌ ବର୍ଷା ପବନ ହୋଇଥିଲା । ତେଣୁ ଛେଳି ଓ ଚରାଳି ଉଭୟ ଏକ ଗଛ ମୂଳେ ଆଶ୍ରୟ ନେଇଥିବା ବେଳେ ବଜ୍ରପାତ ହେବାରୁ ଏଭଳି ଦୁର୍ଘଟଣା ଘଟିଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!