Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗୋଷ୍ଠୀ ସଂଘର୍ଷରେ ଜଣେ ମୃତ

by ସଞ୍ଜୟ ସ୍ୱାଇଁ
March 25, 2023
in Crime, State
ଗୋଷ୍ଠୀ ସଂଘର୍ଷରେ ଜଣେ ମୃତ
93
VIEWS
Share on FacebookShare on Twitter

ଗଞ୍ଜାମ, (ବାଘୁଆବାର୍ତ୍ତା): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ଗୋଷ୍ଠୀ ସଂଘର୍ଷ ଘଟି ଜଣଙ୍କର ମୃତ୍ୟ ଘଟିଥିବା ବେଳେ ୩ଜଣ ଆହତ ହୋଇଛନ୍ତି। ଏପରି ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ବ୍ଲକ ସହଦେବ ଟିକରପଡ଼ା ଗାଁରେ। ମୃତ ବ୍ୟକ୍ତି ଜଣଙ୍କ ହେଲେ ତୋଫାନ ଗୌଡ଼। ଆହତମାନେ ହେଲେ କାଳୁ ଗୌଡ଼,ଜ୍ୟୋତ୍ସ୍ନା ଗୌଡ଼ ଓ ପ୍ରତିମା ଗୌଡ଼। ସେମାନଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଗତକାଲି କୌଣସି କଥାକୁ ନେଇ ଦୁଇ ପରିବାର ମଧ୍ୟରେ ବଚସା ହୋଇଥିଲା। ପରେ ଏହି ବଚସା ଉଗ୍ର ରୂପ ନେଇଥିଲା। ଉଭୟ ପରିବାର ଲୋକେ ଠେଙ୍ଗା ଓ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଏଥିରେ ଉଭୟ ପରିବାରର ୪ ଜଣ ଆହତ ହୋଇଥିଲେ। ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତୋଫାନଙ୍କର ମୃତ୍ୟୁ ଘଟିଥିଲା। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!