Friday, April 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନାମ ପଂଜିକରଣଙ୍କୁ ବିରୋଧ ଆଶାକର୍ମୀଙ୍କୁ ଆକ୍ରମଣ

by Anil Panda
May 11, 2020
in Crime
ନାମ ପଂଜିକରଣଙ୍କୁ ବିରୋଧ ଆଶାକର୍ମୀଙ୍କୁ ଆକ୍ରମଣ
24
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଭୂବନେଶ୍ୱର ଫେରନ୍ତାଙ୍କୁ ନାମ ପଂଜିକରଣ କରିବାକୁ କହିବାରୁ ଆଶାକର୍ମୀଙ୍କ ଉପରେ ହୋଇଛି ଆକ୍ରମଣ । ରଣପୁର ବ୍ଲକ ବୃନ୍ଦାବନପୁର ପଂଚାୟତ ବିନୋଦପଡ଼ା ଗ୍ରାମର ଆଶାକର୍ମୀ ନଳୀନ ପ୍ରଧାନ ଜଣେ ଭୂବନେଶ୍ୱର ଫେରନ୍ତାଙ୍କୁ ନାମ ପଂଜିକରଣ କରି ପୃଥକ ବାସରେ ରହିବାକୁ ପରାମର୍ଶ ଦେବାରୁ ଉକ୍ତ ଯୁବକ ଏବଂ ଯୁବକଙ୍କ ବାପା ଆଶାକର୍ମୀଙ୍କ ଉପରେ ଆକ୍ରମଣ କରିଥିବା ନେଇ ଅଭିଯୋଗ ହୋଇଛି । ଆଶାକର୍ମୀ ନଳୀନୀ ରଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ ହେବା ପରେ ରଣପୁର ଥାନାରେ ଏନେଇ ଅଭିଯୋଗ କରିଛନ୍ତି । ନଳିନୀଙ୍କ ଅଭିଯୋଗ ଅନୁସାରେ ପୁଲିସ ତଦନ୍ତ କରି ଦୁଇ ଜଣଙ୍କୁ ଥାନାରେ ଅଟକ ରଖି ପଚାରା ଉକ୍ଟ୍ରରା ଚଳାଇଥିବା ଜଣାଯାଇଛି ।

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

April 17, 2026
ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!