Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯକ୍ଷ୍ମା ନିରାକରଣରେ ସାରା ଦେଶରେ ଓଡ଼ିଶା ଦ୍ୱିତୀୟ

by ସଞ୍ଜୟ ସ୍ୱାଇଁ
March 25, 2023
in Health, State
ଯକ୍ଷ୍ମା ନିରାକରଣରେ ସାରା ଦେଶରେ ଓଡ଼ିଶା ଦ୍ୱିତୀୟ
41
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଯକ୍ଷ୍ମା ବା ଟିବି ନିରାକରଣରେ ଓଡ଼ିଶାକୁ ବଡ଼ ସଫଳତା । ଯକ୍ଷ୍ମା ରୋଗ ନିରାକରଣରେ ସାରା ଦେଶରେ ଦ୍ବିତୀୟ ସ୍ଥାନରେ ରହିଛି ଓଡ଼ିଶା । ଦେଶର ପ୍ରମୁଖ ରାଜ୍ୟକୁ ପଛରେ ପକାଇଛି ଓଡ଼ଶା । ଏନେଇ ଇଣ୍ଡିଆ ଟିବି ରିପୋର୍ଟ ୨୦୨୩ରେ ପ୍ରକାଶ ପାଇଛି । କିଛିଦିନ ତଳେ ଟିବି ଦିବସରେ ସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଥିଲେ ଓଡ଼ିଶା ଟିବି ଭଳି ମାରାତ୍ମକ ସଂକ୍ରମଣ ରୋଗକୁ ନିୟନ୍ତ୍ରଣ କରିବାରେ ସଫଳ ହୋଇଛି । ଲଗାତାର କିଛି ବର୍ଷ ହେବ ଯକ୍ଷ୍ମା ନିୟନ୍ତ୍ରଣରେ ସମଗ୍ର ଦେଶରେ ଓଡ଼ିଶା ସଫଳତା ହାସଲ କରି ଚାଲିଛି । ପୂର୍ବରୁ ମଧ୍ୟ ଓଡ଼ିଶା ଦ୍ବିତୀୟ ଓ ତୃତୀରେ ରହିଥିଲା । ୨୦୨୫ ସୁଦ୍ଧା ଓଡ଼ିଶାକୁ ସମ୍ପୂର୍ଣ୍ଣ ଯକ୍ଷ୍ମା ମୁକ୍ତ କରିବାକୁ ରାଜ୍ୟ ସରକାର ଦୃଢ ପଦକ୍ଷେପ ନେଉଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!