Wednesday, September 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁଣି ୩ ଆକ୍ରାନ୍ତ, ୩୯୪ରେ ପଂହଚିଲା ସଂଖ୍ୟା

by Anil Panda
May 11, 2020
in Health
ଆଜି ୮୩ ଆକ୍ରାନ୍ତ ଚିହ୍ନଟ, ଜଣେ ମୃତ
5
VIEWS
Share on FacebookShare on Twitter

ଭୂବନେଶ୍ୱର,(ବାଘୁଆବାର୍ତ୍ତା ବ୍ୟୁରୋ): ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ଭୟାବହ ଭାବେ ବଢ଼ି ଚାଲିଛି । ରାଜ୍ୟରେ ଆଜି ସକାଳୁ ୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ପୁଣି ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ଆକ୍ରାନ୍ତଙ୍କ ମଧ୍ୟରେ ଯାଜପୁର ଜିଲ୍ଲାର ୧, କଟକ ଜଣେ ଏବଂ ମୟୁରଭଂଜ ଜିଲ୍ଲାର ଜଣେ ଆକ୍ରାନ୍ତ ରହିଥିବା ସୂଚନା ରହିଛି । ଫଳରେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩୯୪ରେ ପଂହଚିଛି । ଅନ୍ୟପକ୍ଷେ, ରାଜ୍ୟରେ ସବୁଠାରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜିଲ୍ଲା ହେଉଛି ଗଞ୍ଜାମ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!