Wednesday, September 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୈାର ପରିଷଦର ଶ୍ରମ ନିୟୋଜନ କମିଟି ଗଠିତ

by Anil Panda
May 12, 2020
in Lifestyle
ପୈାର ପରିଷଦର ଶ୍ରମ ନିୟୋଜନ କମିଟି ଗଠିତ
21
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): କରୋନା ମହାମାରୀ ପାଇଁ ଲକ୍‌ଡାଉନ୍ ଚାଲିଥିବା ବେଳେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ଗୃହ ଓ ନଗର ଉନ୍ନୟନ ବିଭାଗ ସହରାଞ୍ଚଳ ଶ୍ରମିକଙ୍କୁ ଶ୍ରମ ଭିତ୍ତିକ କାର୍ଯ୍ୟ ଯୋଗାଇ ଦେବାକୁ ଘୋଷଣା କରିଛନ୍ତି । ଫଳରେ ନୟାଗଡ଼ ସହରାଂଚଳରେ ରହୁଥିବା ଶ୍ରମିକଙ୍କୁ କାମରେ ନିୟୋଜିତ କରିବା ପାଇଁ ଆଜି ପୈାର ପରିଷଦ ସ୍ୱତନ୍ତ୍ର ବୈଠକରେ ଶ୍ରମ ନିୟୋଜନ କମିଟି ଗଠିତ ହୋଇଯାଇଛି । ନୟାଗଡ଼ ସହରରେ ଆସନ୍ତା ୨୦ ତାରିଖରୁ ଏହି କମିଟି ଶ୍ରମିକମାନଙ୍କୁ ବିଭିନ୍ନ କାର୍ଯ୍ୟରେ ନିୟୋଜିତ କରିବା ସହା ପାରିଶ୍ରମିକ ପ୍ରଦାନ କରିବା ଆଦି କାର୍ଯ୍ୟ କରିବେ ବୋଲି ସୂଚନା ମିଳିଛି । ପୈାର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ପୈାରଯନ୍ତ୍ରୀ ବାଇଧର ରାଉତ, କନିଷ୍ଠଯନ୍ତ୍ରୀ ସନାତନ ବରାଳ, ବିଭୂପ୍ରସାଦ, ଅଙ୍ଗନୱାଡ଼ି ସୁପରଭାଇଜର୍‌ଙ୍କ ସମତେ ପୈାର ପରିଷଦ କର୍ମଚାରୀମାନେ ଉପସ୍ଥିତ ରହିଥିବା ନେଇ ପୈାର ସୂଚନା ଓ ଲୋକ ସଂମ୍ପର୍କ ଅଧିକାରୀ ଗଜେନ୍ଦ୍ର ମହାରଣା ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!