Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଏସଟି ଅଧିକାରୀ ଭିଜିଲାନ୍ସ ଜାଲରେ

by ସଞ୍ଜୟ ସ୍ୱାଇଁ
March 31, 2023
in Crime, State
ଜିଏସଟି ଅଧିକାରୀ ଭିଜିଲାନ୍ସ ଜାଲରେ
172
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଭିଜିଲାନ୍ସ ଜାଲରେ ଜିଏସଟି ଅଧିକାରୀ ଚିତ୍ତରଂଜନ ମହାନ୍ତି । ୮୦ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ । ପାରାଦୀପ ଏନଫୋର୍ସମେଣ୍ଟ ୟୁନିଟ ଜିଏସଟି ଅଧିକାରୀ ହେଉଛନ୍ତି ଚିତରଂଜନ । ଏକ ଜିଏସଟି ମାମଲାରେ ଜବତ କାଗଜପତ୍ର ମୁକ୍ତ କରିବା ଏବଂ ରିପୋର୍ଟ ବନ୍ଦ କରିବା ପାଇଁ ଲାଞ୍ଚ ନେବାବେଳେ ଧରାପଡ଼ିଛନ୍ତି ଚିତରଂଜନ । ଚିତ୍ତରଂଜନ ମହାନ୍ତିଙ୍କ ୩ଟି ଠିକଣାରେ ଚାଲିଛି ରେଡ୍ । କଟକ ଭିଜିଲାନ୍ସ ପିଏସ୍ କେସ୍ ନଂ-4 dt.30.03.2023 U/s 7 P.C Amendment Act, 2018ରେ ମାମଲା ରୁଜୁ କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!