Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୬ ମାସର ଛୁଆକୁ ଛାଡି ଜୀବନ ହାରିଲା ମାଆ

by ସଞ୍ଜୟ ସ୍ୱାଇଁ
April 4, 2023
in Crime, State
ରାଜଧାନୀରେ ପୁଣି ଜଣେ ବିବିଏ ଛାତ୍ରଙ୍କ ଆତ୍ମହତ୍ୟା
26
VIEWS
Share on FacebookShare on Twitter

ବୌଦ୍ଧ, (ବାଘୁଆବାର୍ତ୍ତା): ପାରିବାରିକ କଳହର କରୁଣ ପରିଣତି । ୬ ମାସର ଛୁଆକୁ ଛାଡି ଆତ୍ମହତ୍ୟା କଲା ମାଆ । ବୌଦ୍ଧ ସହର ପାଣୁଆ ସାହିରେ ଘଟିଛି ଏହି ଅଘଟଣ । ପାଣୁଆ ସାହିରେ ଭଡାରେ ରହୁଥିଲେ ଦମ୍ପତ୍ତି । ରାଜସ୍ଥାନ ଅଞ୍ଚଳରୁ ଆସି ବୌଦ୍ଧରେ ଫେରି କରୁଥିଲେ ମୃତ ମହିଳାଙ୍କ ସ୍ୱାମୀ । ତେବେ ଘଟଣା ଦିନ ସ୍ୱାମୀ ସ୍ତ୍ରୀଙ୍କ ମଧରେ ପ୍ରବଳ ବଚସା ହୋଇଥିଲା । ଝଗଡା ଏତେ ତୀବ୍ର ରୂପ ନେଇଥିଲେ ଯେ, ମହିଳା ଜଣଙ୍କ ୬ ମାସର ଶିଶୁ କନ୍ୟାକୁ ଛାଡି ଆତ୍ମହତ୍ୟା କରିଥିଲେ । ସେପଟେ ମହିଳାଙ୍କ ସ୍ୱାମୀ ଘଟଣାସ୍ଥଳରୁ ଫେରାର୍ ହୋଇଯାଇଛନ୍ତି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଜାରି କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!