Wednesday, November 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜାପାନରୁ ଛୁଟିବ ନିବେଶର ସୁଅ, ଶିଳ୍ପ ସମୃଦ୍ଧ ହେବ ଓଡ଼ିଶା, ସୃଷ୍ଟି ହେବ ରୋଜଗାର

by ସଞ୍ଜୟ ସ୍ୱାଇଁ
April 4, 2023
in State, WORLD
ଜାପାନରୁ ଛୁଟିବ ନିବେଶର ସୁଅ, ଶିଳ୍ପ ସମୃଦ୍ଧ ହେବ ଓଡ଼ିଶା, ସୃଷ୍ଟି ହେବ ରୋଜଗାର
152
VIEWS
Share on FacebookShare on Twitter

ଟୋକିଓ, (ବାଘୁଆବାର୍ତ୍ତା): ନିପ୍ପନ ଷ୍ଟିଲର ପୁଞ୍ଜି ନିବେଶ ପ୍ରସ୍ତାବ ପରେ ମଖ୍ୟମନ୍ତ୍ରୀ ଖୁସି । ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରି ଖୁସି ଜାହିର କରିଛନ୍ତି ମଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିପ୍ପନ ଷ୍ଟିଲର ନିବେଶର ଦ୍ବାରା ରାଜ୍ୟରେ ଅର୍ଥନୀତି ସହ ରୋଜଗାର ସୁଯୋଗ ସୃଷ୍ଟି ହେବ । ୩୦ ମିଲିୟନ ଟନ୍ ଷ୍ଟିଲ ପ୍ଲାଣ୍ଟ କରିବ ନିପ୍ପନ । ଜାପାନରୁ ଛୁଟିବ ନିବେଶର ସୁଅ । ମୁଖ୍ୟମନ୍ତ୍ରୀଙ୍କ ସହ ଏଭଳି ଏକ ଆଲୋଚନା କରି ଫାଇଭ ଟି ସଚିବ ଭିକେ ପାଣ୍ଡିଆନ ଏକ ଭିଡିଓ ସୋସିଆଲ ମିଜିଆରେ ଅପଲୋଡ କରିଛନ୍ତି । ନିପ୍ପନ ଷ୍ଟିଲକୁ ପୁଞ୍ଜି ନିବେଶ ପାଇଁ ଆହ୍ବାନ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଶାରେ ପୁଞ୍ଜି ନିବେଶ ପାଇଁ ନିପ୍ପନ ଷ୍ଟିଲକୁ ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ଦେଇଥିଲେ । ନିପ୍ପନ ଷ୍ଟିଲକୁ ସବୁ ପ୍ରକାର ସହାୟତା ଯୋଗାଇ ଦେବେ ସରକାର । ନିପ୍ପନ ଷ୍ଟିଲ ଓଡ଼ିଶାରେ ବଡ଼ ପୁଞ୍ଜି ନିବେଶ କରିବ । ଓଡ଼ିଶାରେ ନିପ୍ପନ ଷ୍ଟିଲ ସର୍ବବୃହତ ପୁଞ୍ଜି ନିବେଶ କରିବ । ମୁଖ୍ୟମନ୍ତ୍ରୀଙ୍କୁ ପ୍ରତିଶ୍ରୁତି ଦେଲେ ନିପ୍ପନ ଷ୍ଟିଲ ମୁଖ୍ୟ ଏଇଜି ହାସିମୋତୋ । ଆଜି ନିପ୍ପନ ଷ୍ଟିଲ ମୁଖ୍ୟଙ୍କ ସହ ବୈଠକ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଶାରେ ପୁଞ୍ଜି ନିବେଶ ନେଇ ଜାପାନରେ ନିବେଶକଙ୍କ ସହ ଆଲୋଚନା କରୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିପ୍ପନ ଷ୍ଟିଲ ମୁଖ୍ୟଙ୍କ ସହ ନବୀନଙ୍କ ୱାନ୍ ଟୁ ୱାନ୍ ଆଲୋଚନା ଓଡ଼ିଶାରେ ପୁଞ୍ଜି ନିବେଶ ପାଇଁ ନିପ୍ପନ ଷ୍ଟିଲକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବ । ନିପ୍ପନ ଷ୍ଟିଲକୁ ସବୁ ପ୍ରକାର ସହାୟତା ଯୋଗାଇ ଦେବେ ସରକାର । ନିପ୍ପନ ଷ୍ଟିଲ ଓଡ଼ିଶାରେ ୩୦ନିୟୁତ ପାଉଣ୍ଡର ପୁଞ୍ଜି ନିବେଶ କରିବ । ଓଡ଼ିଶାରେ ନିପ୍ପନ ଷ୍ଟିଲ ସର୍ବବୃହତ ପୁଞ୍ଜି ନିବେଶ କରିବ । ନବୀନଙ୍କ ସହ ଜାପାନ ଗସ୍ତରେ ଅଛନ୍ତି ଶିଳ୍ପ, ଏମଏସଏମଇ ଓ ଶକ୍ତି ମନ୍ତ୍ରୀ ପ୍ରତାପ ଦେବ । ଏଥିସହ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଶିଳ୍ପ ବିଭାଗର ପ୍ରମୁଖ ସଚିବ ହେମନ୍ତ ଶର୍ମା, ଇଲେକ୍ଟ୍ରୋନିକ୍ସ ଓ ଆଇଟି ସଚିବ ମନୋଜ ମିଶ୍ର, ୫ଞ ସଚିବ ଭି.କେ ପାଣ୍ଡିଆନ, କ୍ରୀଡ଼ା ଓ ଯୁବ ବ୍ୟାପାର ସଚିବ ଓ ଇପିକଲର ପରିଚାଳନା ନିର୍ଦ୍ଦେଶକ ଗସ୍ତ ରେ ସାମିଲ ହୋଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!