Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୋଲିସର ତନାଘନା, କାହିଁକି ଆତ୍ମହତ୍ୟା କଲେ ଯୁବ ବିଜେଡି ସଭାପତି

by ସଞ୍ଜୟ ସ୍ୱାଇଁ
April 5, 2023
in Crime, State
ପୋଲିସର ତନାଘନା, କାହିଁକି ଆତ୍ମହତ୍ୟା କଲେ ଯୁବ ବିଜେଡି ସଭାପତି
90
VIEWS
Share on FacebookShare on Twitter

ସୁନ୍ଦରଗଡ଼, (ବାଘୁଆବାର୍ତ୍ତା): ସୁନ୍ଦରଗଡ଼ ଟାଉନ ବିଜେଡି ଯୁବ ସଭାପତି ଧୀରଜ ପ୍ରସାଦଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଟାଉନ ଥାନା ରାଜବାଟୀ ନିକଟ ଘରୁ ତାଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିବା ସୂଚନା ମିଳିଛି । ଗତକାଲି ରାତିରେ ସେ ନିଜ ବେକରେ ଗାମୁଛା ଲଗାଇ ଘରେ ଜୀବନ ହାରିଛନ୍ତି । ତେବେ ସେ କାହିଁକି ଏପରି କରିଛନ୍ତି ତାହାର କାରଣ ଅସ୍ପଷ୍ଟ ଥିବା ବେଳେ ଏନେଇ ଆଜି ସକାଳେ ଖବର ପ୍ରସାରିତ ହୋଇଛି । ଖବର ଆସିବା ପରେ ଶତାଧିକ ବିଜେଡି କର୍ମୀ, ସାଧାରଣ ଜନତା ତାଙ୍କ ଭିତିରିଆପଡା ଘରେ ଭିଡ଼ ଜମାଇଛନ୍ତି । ଜଣେ ମେଳାପୀ ଯୁବନେତା ଭାବେ ସୁନ୍ଦରଗଡ଼ ସହରରେ ବେଶ୍ ଜଣାଶୁଣା ଥିଲେ ସେ । ତାଙ୍କର ଏହି ଅକାଳ ବିୟୋଗରେ ବିଜେଡି ନେତା ଓ ସାଧାରଣ ଜନତା ଦୁଃଖ ପ୍ରକାଶ କରିଛନ୍ତି । ଟାଉନ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି । ଅନ୍ୟପଟେ ଘଟଣାକୁ ନେଇ ଟାଉନ ଥାନା ପୋଲିସ ତଦନ୍ତ ଆରମ୍ଭ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!