Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଏସଟି ଅଫିସରଙ୍କ ଲକରରୁ ମିଳିଲା ପୁଳାପୁଳା ସୁନା ଓ ଟଙ୍କା

by ସଞ୍ଜୟ ସ୍ୱାଇଁ
April 5, 2023
in Crime, State
ଜିଏସଟି ଅଫିସରଙ୍କ ଲକରରୁ ମିଳିଲା ପୁଳାପୁଳା ସୁନା ଓ ଟଙ୍କା
235
VIEWS
Share on FacebookShare on Twitter

ପାରଦୀପ, (ବାଘୁଆ ବାର୍ତ୍ତା): ଆୟବର୍ହିଭୂତ ସମ୍ପତ୍ତି ଠୁଳ ସନ୍ଦେହରେ ଭିଜିଲାନ୍ସ ରେଡ୍ ବେଳେ ପାରଦୀପ ସିଟି ଜିଏସ୍‌ଟି ଅଫିସ୍‌ର ଚିତ୍ତରଂଜନ ମହାନ୍ତିଙ୍କ ବ୍ୟାଙ୍କ ଲକରରୁ ପୁଳାପୁଳା ଟଙ୍କା ଓ ସୁନା ଠାବ ହୋଇଛି। ୨ଟି ଲକରରୁ ୧.୦୬୦ କେଜି ସୁନା ଗହଣା ଓ ୧୯ଟି ସୁନା ବିସ୍କୁଟ ଠାବ ହୋଇଛି। ପ୍ରତି ସୁନା ବିସ୍କୁଟର ଓଜନ ୪୩୩ ଗ୍ରାମ। ଏହାର ମୋଟ ଦାମ୍ ୨୬ ଲକ୍ଷ ଟଙ୍କାରୁ ଅଧିକ ହେବ। ସେପଟେ ଏ ପର‌୍ୟ୍ୟନ୍ତ ମିଳିଥିବା ମୋଟ ସୁନାର ଓଜନ ୧ କେଜି ୧୩୫ ଗ୍ରାମରେ ପହଞ୍ଚିଛି। ଏନେଇ ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବରୁ ମିଳିଥିବା ସୁନାଗହଣାକୁ ମିଶାଇ ଏ ପର‌୍ୟ୍ୟନ୍ତ ମୋଟ ୬୪ ଲକ୍ଷର ଗହଣା ଠାବ ହୋଇଛି। ଏହାଛଡ଼ା ମ୍ୟୁଚୁଆଲ ଫଣ୍ଡରେ ୧ କୋଟି ନିବେଶ କରିଥିବା ମଧ୍ୟ ଠାବ କରାଯାଇଛି। ବ୍ୟାଙ୍କ ଅଫ୍ ମହାରାଷ୍ଟ୍ର ଲକରରୁ ୫.୪ ଲକ୍ଷ ଟଙ୍କା ସହ ଅଫିସ୍ ଆଲମିରାରୁ ମିଳିଥିବା ୧ ଲକ୍ଷ ଟଙ୍କାକୁ ମିଶାଇ ଏ ପର‌୍ୟ୍ୟନ୍ତ ମୋଟ ୬.୫୯ ଲକ୍ଷ ନଗଦ ଟଙ୍କା ଠାବ କରିଛି ଭିଜିଲାନ୍ସ। ଗତ ୩୧ ତାରିଖରେ ୮୦ ହଜାର ଲାଞ୍ଚ ନେଇ ଧରାପଡ଼ିଥିଲେ ଚିତ୍ତରଂଜନ। ଏହା ପରେ ଆୟବର୍ହିଭୂତ ସମ୍ପତ୍ତି ଠୁଳ ସନ୍ଦେହରେ ଭିଜିଲାନ୍ସ ତଦନ୍ତ ଜାରି ରଖିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!