Saturday, April 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୃଷି ଓ ଉଚ୍ଚ ଶିକ୍ଷା ମନ୍ତ୍ରୀଙ୍କ ଶୋକବାର୍ତା

by ସଞ୍ଜୟ ସ୍ୱାଇଁ
May 14, 2020
in Accident, State
କୃଷି ଓ ଉଚ୍ଚ ଶିକ୍ଷା ମନ୍ତ୍ରୀଙ୍କ ଶୋକବାର୍ତା
66
VIEWS
Share on FacebookShare on Twitter

ନୟାଗଡ (ବାଘୁଆବାର୍ତା): ସାରା ଭାରତ ବର୍ଷର ସ୍ୱାଧିନତା ସଂଗ୍ରାମୀ ତଥା ପୂର୍ବତନ ରାଜ୍ୟସଭା ସାଂସଦ ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକ ଙ୍କ ବିୟୋଗରେ କୃଷି ଓ କୃଷି ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ଏବଂ ଉଚ୍ଚ ଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଶୋକ ପ୍ରକାଶ କରିଛନ୍ତି । ମନ୍ତ୍ରୀ ଡ. ସାହୁ ତାଙ୍କ ଶୋକ ବାର୍ତାରେ କହିଛନ୍ତି ଭବାନୀ ବାବୁଙ୍କ ବିୟୋଗେ ଏକ ଯୁଗର ଅବସାନ ଘଟିଛି । ଡ. ସାହୁ ତାଙ୍କ ଶୋକ ସନ୍ତପ୍ତ ପରିବାର ପ୍ରତି ଗଭୀର ସମବେଦନା ଜଣାଇଛନ୍ତି । ଗତ କିଛିଦିନ ତଳେ ଶ୍ରୀ ପଟ୍ଟନାୟକ ନିଜର ଶରୀର ଦାନ କରିଥିଲେ । ସେ ୧୯୨୨ ମସିହା ମେ ମାସ ୧୧ ତାରିଖରେ ପୁରୀ ଜିଲ୍ଲା ଅନ୍ଧିଆ ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୯୮ ବର୍ଷ ହୋଇଥିଲା । ଦେଶ ଜଣେ ମହାନାୟକ ମହାନ ଗାନ୍ଧୀବାଦୀ ନେତାଙ୍କୁ ହରାଇଲାବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କ ସମେତ ବିଭିନ୍ନ ବର୍ଗର ଲୋକ ଶୋକ ପ୍ରକାଶ କରିଛନ୍ତି । ସେ ୩ ଥର ସାଂସଦ ଭାବେ ନିର୍ବାଚିତ ହୋଇଥିଲେ । ତାଙ୍କ ଶରୀର କୁ ଆସନ୍ତା କାଲି ନିଜର ଜନ୍ମ ମାଟି ନିମାପଡାରେ ରାଜ୍ୟ ମର୍ଯ୍ୟାଦାସହ ତାଙ୍କର ଶେଷ କୃତ୍ୟ ହେବ ବୋଲି ଜଣାପଡିଛି ।

Leave a Reply Cancel reply

Your email address will not be published. Required fields are marked *

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

April 17, 2026
ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!