Monday, June 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡରେ ୩ କରୋନା ଚିହ୍ନଟ

by ସଞ୍ଜୟ ସ୍ୱାଇଁ
May 14, 2020
in Health
corona
59
VIEWS
Share on FacebookShare on Twitter

ନୟାଗଡ (ବାଘୁଆବାର୍ତା): ନୟାଗଡ ଜିଲ୍ଲାରେ ଗତ ୯ ତାରିଖରେ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୩ ଜଣଙ୍କର ପଜିଟିଭ୍ ଚିହ୍ନଟ ହୋଇଛି । ଏହି ପଜିଟିଭ୍ ମାନେ ରଣପୁର ନିର୍ବାଚନ ମଣ୍ଡଳୀର ହରିହରପୁର ନିକଟସ୍ଥ କରଡା କ୍ୱାରେନ୍‌ଟାଇନ ରେ ବୋଲି ଜଣା ପଡିଛି । ଜିଲ୍ଲାରେ ମୋଟ ୪ ଜଣ କରୋନା ଚିହ୍ନଟ ହୋଇଥିବା ଅସମର୍ôଥତ ସୂତ୍ରରୁ ପ୍ରକାଶ । ସେମାନଙ୍କୁ ଭୁବନେଶ୍ୱର ପଠାଯାଇଛି ।

Tags: corona

Leave a Reply Cancel reply

Your email address will not be published. Required fields are marked *

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!