Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପଡୋଶୀଙ୍କୁ ପିଟି ପିଟି ହତ୍ୟା

by ସଞ୍ଜୟ ସ୍ୱାଇଁ
April 10, 2023
in Crime, State
ଗୁଣି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା
22
VIEWS
Share on FacebookShare on Twitter

ଖୋର୍ଦ୍ଧା, (ବାଘୁଆବାର୍ତ୍ତା): ସାମାନ୍ୟ ବଚସାରୁ ପଡୋଶୀଙ୍କୁ ପିଟି ପିଟି ହତ୍ୟା । ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ଥାନା ନୂଆଗଡ ପଞ୍ଚାୟତରେ ଚାଞ୍ଚଲ୍ୟ । ସାମାନ୍ୟ ବଚସାରୁ ପଡୋଶୀଙ୍କୁ ପିଟି ପିଟି ହତ୍ୟା କରାଯାଇଥିବା ନେଇ ରହିଛି ସୂଚନା । ହତ୍ୟାର ଶିକାର ହୋଇଥିବା ଯୁବକ କୃଷ୍ଣଚନ୍ଦ୍ର ମାଝୀ । ବୟସ ୪୨ ବର୍ଷ ବୋଲି କୁହଯାଉଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟାକାଣ୍ଡ ହୋଇଥିବା ସନ୍ଦେହ କରାଯାଉଛି । ଏ ପର‌୍ୟ୍ୟନ୍ତ ଥାନାରେ ଏନେଇ କୌଣସି ଅଭିଯୋଗ ହୋଇନଥିବା ଜଣାପଡିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!