Friday, September 11, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗର୍ଜନୀ ନଦୀରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
March 7, 2025
in Crime, State
ଗର୍ଜନୀ ନଦୀରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର
16
VIEWS
Share on FacebookShare on Twitter

କନ୍ଧମାଳ, (ବାଘୁଆବାର୍ତ୍ତା): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ନିକଟସ୍ଥ ଗର୍ଜନୀ ନଦୀରୁ ଜଣେ ଯୁବକଙ୍କ ମୃତଦେହ ରାଇକିଆ ପୋଲିସ ଉଦ୍ଧାର କରିଛି । ମୃତ ଯୁବକ ଜଣକ ହେଲେ ରାଇକିଆ ପଞ୍ଚାୟତ ସାହିର ଦିନେଶ ନାୟକ (୨୮) । ନଦୀକୁ ଗାଧୋଇବା ପାଇଁ ଯାଇଥିବାବେଳେ କୌଣସି କାରଣ ବଶତଃ ଖସି ଯାଇ ପାଣିରେ ପଡି ଯାଇ ତାଙ୍କର ମୃତ୍ୟୁ ଘଟିଥିଲା । ସେଠାରେ କୌଣସି ଲୋକ ନ ଥିବାରୁ ତୁରନ୍ତ ତାଙ୍କୁ କେହି ବି ଉଦ୍ଧାର କରି ପାରି ନ ଥିଲେ। ଆଖପାଖ ଲୋକେ ଗାଧୋଇଆସିବା ସମୟରେ ଦେଖି ସଙ୍ଗେ ସଙ୍ଗେ ରାଇକିଆ ପୋଲିସ ଏବଂ ଅଗ୍ନିଶମ ବିଭାଗ କର୍ମଚାରୀଙ୍କୁ ଖବର ଦେବାପରେ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!