Monday, April 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଘର ଭିତରୁ ମିଳିଲା ଯୁବକଙ୍କ ମୃତଦେହ

by ସଞ୍ଜୟ ସ୍ୱାଇଁ
May 25, 2025
in Crime, State
ଘର ଭିତରୁ ମିଳିଲା ଯୁବକଙ୍କ ମୃତଦେହ
61
VIEWS
Share on FacebookShare on Twitter

ଆସିକା, (ବାଘୁଆବାର୍ତ୍ତା): ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ଠାବ। ଗଞ୍ଜାମ ଜିଲ୍ଲା ଆସିକା-ଧରାକୋଟ ଥାନା ପୋଡ଼ା ପଲ୍ଲୀ ଗାଁରୁ ମିଳିଛି ଯୁବକଙ୍କ ମୃତଦେହ । ମୃତ ଯୁବକ ଜଣଙ୍କ ହେଲେ କବିସୂର୍ଯ୍ୟନଗର ଥାନା ବାଲ୍ୟସରା ଗାଁର ସୀମାଞ୍ଚଳ ପୋଲାଇ । ଖବର ଅନୁଯାୟୀ, ସୀମାଞ୍ଚଳ ଜଣେ ରାଜମିସ୍ତ୍ରୀ ଥିଲେ l କଣ୍ଟାକ୍ଟ୍ରର ନେଇ ବିଭିନ୍ନ ଘର କାମ କରୁଥିଲେ l ଗତ କିଛି ଦିନ ଧରି ଧରାକୋଟ ପୋଡାପଲିର ପଙ୍କଜ ପ୍ରଧାନଙ୍କ କବିସୂର୍ଯ୍ୟନଗର ସ୍ଥିତ ଭଉଣୀଙ୍କ ଘର କାମ କରୁଥିବା ବେଳେ ପଙ୍କଜ ପ୍ରଧାନ ସେମାନଙ୍କ ପାରିଶ୍ରମିକ ଟଙ୍କା ନେଣ ଦେଣ କରିବା ସହ ସମସ୍ତ କଥା ବୁଝୁଥିଲେ l ସେଥିପାଇଁ ଶନିବାର ସେ ପୋଡାପଲି ପଙ୍କଜ ପ୍ରଧାନଙ୍କ ଘରକୁ ପାରିଶ୍ରମିକ ଟଙ୍କା ମାଗିବାକୁ ଯାଇଥିଲେ । ସେଠାରେ ତାଙ୍କର ଝୁଲନ୍ତା ମୃତଦେହ ଝୁଲୁଥିବାର ଦେଖିବାକୁ ମିଳିଥିଲା l ଘଟଣା ବିଷୟରେ ଘର ଲୋକେ ଜାଣିବା ପରେ ଧରାକୋଟ ଥାନାକୁ ଖବର ଦେବା ସହ ହତ୍ୟା ଅଭିଯୋଗ ଆଣିଥିଲେ l ଅଭିଯୋଗ ପରେ ଧରାକୋଟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବକୁ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ଆସିକା ମେଡିକାଲକୁ ପଠାଇଛି । ଏହାସହ ଘଟଣାର ତଦନ୍ତ ଜାରି ରଖିଛି ।

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!