Thursday, September 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଡ୍ରଗ୍ସ କାରବାର କରୁଥିଲେ ପୂର୍ବତନ ବିଧାୟିକା ତଥା ବିଜେପି ନେତା, ବାନ୍ଧିଲା ପୁଲିସ

by ସଞ୍ଜୟ ସ୍ୱାଇଁ
October 24, 2024
in NATIONAL NEWS
ଡ୍ରଗ୍ସ କାରବାର କରୁଥିଲେ ପୂର୍ବତନ ବିଧାୟିକା ତଥା ବିଜେପି ନେତା, ବାନ୍ଧିଲା ପୁଲିସ
209
VIEWS
Share on FacebookShare on Twitter

ପଞ୍ଜାବ, (ବାଘୁଆବାର୍ତ୍ତା): ଡ୍ରଗ୍ସ କାରବାର ଅଭିଯୋଗରେ ବନ୍ଧା ହେଲେ ପୂର୍ବତନ ବିଧାୟିକା। ପଞ୍ଜାବ ପୁଲିସ କଂଗ୍ରେସର ପୂର୍ବତନ ବିଧାୟିକା ତଥା ବିଜେପି ନେତା ସତ୍କାର କୌର ସିଂହଙ୍କୁ ଗିରଫ କରିଛି। ତାଙ୍କ ସହ ତାଙ୍କ ପୁତୁରାଙ୍କୁ ମଧ୍ୟ ସ୍ପେଶାଲ ଟାସ୍କ ଫୋର୍ସ ଗିରଫ କରିଛି। ତାଙ୍କ ନିକଟରୁ ୧୦୦ ଗ୍ରାମ ହେରୋଇନ୍ ଜବତ ହୋଇଛି। ପୂର୍ବତନ ବିଧାୟକ ସତ୍କାର କୌରଙ୍କୁ ଗିରଫ କରିବା ପରେ ତାଙ୍କ ଘରେ ଚଢ଼ାଉ କରାଯାଇଥିଲା। ଏହି ସମୟରେ ତାଙ୍କ ଘରୁ ୨୮ ଗ୍ରାମ ହେରୋଇନ୍‌ ଏବଂ ୧.୫୬ ଲକ୍ଷ ନଗଦ ଟଙ୍କା ଜବତ କରାଯାଇଛି। ୧୦୦ ଗ୍ରାମ ହେରୋଇନ୍‌ ଚୋରା କାରବାର କରୁଥିବା ବେଳେ ପୁଲିସ ଏହି ବିଜେପି ନେତା ଓ ତାଙ୍କ ପୁତୁରାଙ୍କୁ ଧରିଛି। କେବଳ ସେତିକି ନୁହେଁ ଡ୍ରଗ୍ସ ଚୋରା କାରବାରେ ବ୍ୟବହ୍ୟତ ହେଉଥିବା ୪ ଲଗ୍‌ଜୁରୀ ଗାଡି, ବିଏମ୍‌ଡବ୍ଲୁ, ଫର୍ଚୁନର, ଭରନା ଓ ସେବରୋଲେଟ୍‌କୁ ମଧ୍ୟ ଜବତ କରିଛି। ଆଇଜିପି ସୁଖଚେନ୍‌ ସିଂହ ଗିଲ୍‌ ଏନେଇ ସୂଚନା ଦେଇଛନ୍ତି। ସତ୍କାର କୌର ଓ ତାଙ୍କ ପୁତୁରାଙ୍କ ବିରୋଧରେ ମୋହାଲିର ଆଣ୍ଟି ନାର୍କୋଟିକ୍ସ ଟାସ୍କ ଫୋର୍ସ (ANTF) ପୁଲିସ ଷ୍ଟେସନରେ ଏକ ମାମଲା ରୁଜୁ ହୋଇଛି। ପୋଲିସ ଘଟଣାର ତଦନ୍ତ ଜାରି ରଖିଛି। କହିରଖୁ ଯେ ସତ୍କାର କୌର କଂଗ୍ରେସ ଛାଡି ୨୦୨୨ ମସିହାରେ ବିଜେପିରେ ଯୋଗ ଦେଇଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!