Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୂଅରେ ଭାସୁଛି ମହିଳାଙ୍କ ଅର୍ଦ୍ଧ ଉଲଗ୍ନ ମୃତଦେହ

by ସଞ୍ଜୟ ସ୍ୱାଇଁ
October 3, 2024
in Crime, State
କୂଅରେ ଭାସୁଛି ମହିଳାଙ୍କ ଅର୍ଦ୍ଧ ଉଲଗ୍ନ ମୃତଦେହ
70
VIEWS
Share on FacebookShare on Twitter

ଢେଙ୍କାନାଳ, (ବାଘୁଆବାର୍ତ୍ତା): କୂଅରେ ଭାସୁଛି ମହିଳାଙ୍କ ଅର୍ଦ୍ଧ ଉଲଗ୍ନ ମୃତଦେହ। ଢେଙ୍କାନାଳ ଜିଲ୍ଲା ଭୁବନ ଥାନା ଅନ୍ତର୍ଗତ ବାଲିବୋ ଗାଁରେ ଏହି ଘଟଣା ଘଟିଛି। ମୃତ ମହିଳା ଜଣଙ୍କ ହେଲେ ବାସନ୍ତି ରାଉତ(୪୦)। ଆଜି ସକାଳେ ମହିଳାମାନେ କୂଅକୁ ପାଣି ଆଣିବାକୁ ଯାଇଥିଲେ। ଏହି ସମୟରେ କୂଅରେ ବାସନ୍ତିଙ୍କ ମୃତଦେହ ଭାସୁଥିବା ଦେଖିଥିଲେ। ଘଟଣାସଂପର୍କରେ ମହିଳାମାନେ ଗ୍ରାମବାସୀଙ୍କୁ ଜଣାଇଥିଲେ। ଗ୍ରାମବାସୀ ବାସନ୍ତିଙ୍କ ପରିବାର ବର୍ଗଙ୍କୁ ଜଣାଇବା ସହ ଅଗ୍ନିଶମ ବାହିନୀ ଓ ପୁଲିସକୁ ଖବର ଦେଇଥିଲେ। ତେବେ ବାସନ୍ତି କିପରି କୂଅରେ ପଡ଼ିଲେ, ତାଙ୍କୁ ହତ୍ୟା କରାଯାଇ କୂଅର କିଏ ଫିଙ୍ଗି ଦେଇଛନ୍ତି ନା ଆଉ କିଛି କାରଣ ରହିଛି, ତାହା ଜଣାପଡ଼ିନାହିଁ। ପୁଲିସ ଘଟଣାର ତଦନ୍ତ କରୁଛି। ସୂଚନା ଅନୁସାରେ, ଗ୍ରାମର ଦୁଖବନ୍ଧୁ ପ୍ରଧାନଙ୍କ ପ୍ରଥମ ସ୍ତ୍ରୀର ମୃତ୍ୟୁ ପରେ ସେ ବାସନ୍ତିଙ୍କୁ ଦ୍ୱିତୀୟ ବିବାହ କରିଥିଲେ। ପୁଲିସ ଦୁଖବନ୍ଧୁଙ୍କୁ ଅଟକ ରଖି ପଚରାଉଚରା କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!