Saturday, November 14, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
November 4, 2024
in Crime, State
ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ
134
VIEWS
Share on FacebookShare on Twitter

କନ୍ଧମାଳ, (ବାଘୁଆବାର୍ତ୍ତା): ଭିଜିଲାନ୍ସ ଜାଲରେ ଫିରିଙ୍ଗିଆ ବ୍ଲକ ର କନିଷ୍ଠ ଯନ୍ତ୍ରୀ ଅଶୋକ କୁମାର ପାଢ଼ୀ । ଗୋଛାପଡା ଅଞ୍ଚଳର ଏକ ଠିକା କାମର ଫାଇନାଲ ବିଲ କରିଦେବା ପାଇଁ ରଘୁନାଥ ମହାକୁଡ଼ଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି । ସରକାରୀ ବାସଭବନରେ ଆଜି ସକାଳେ, ରଘୁନାଥ ଙ୍କ ଫାଇନାଲ ବିଲ କରେଇବା ସହ ଦଶ ହଜାର ଟଙ୍କା ଦାବି କରିଥିଲେ । ଏହା ପୂର୍ବରୁ ରଘୁନାଥ ଭିଜିଲାନ୍ସ ଅଫିସ ରେ ଜଣାଇଥିଲେ । ଆଜି ଟଙ୍କା ନେଉଥିବା ବେଳେ, ଫୁଲବାଣୀ ଭିଜିଲାନ୍ସ ଡିଏସପି ଓ ଟିମ୍ ପହଞ୍ଚି କେମିକାଲ ଓ କଲର ବୋଲା ଟଙ୍କା ଜବତ ସହ ଜେଇ ଅଶୋକ ପାଢ଼ୀଙ୍କୁ ଗିରଫ କରି ଫୁଲବାଣୀ ଭିଜିଲାନ୍ସ ଅଫିସ ରେ ଅଧିକ ପଚରଉଚରା କରିବା ସହ ତଦନ୍ତ ଆରମ୍ଭ କରିଛି । ଅନ୍ୟପଟେ, ଅଶୋକ ଙ୍କ ପୈତୃକ ବ୍ରହ୍ମପୁର ସହରରେ ଥିବା ବାସ ଭବନ ଓ ଶଶୁର ଙ୍କ ଘରେ ଏକ ଟିମ୍ ମଧ୍ୟ ଚଢ଼ାଉ ଜାରି ରଖିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!