Wednesday, June 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୭ରେ ଉନ୍ମୋଚିତ ହେବ ‘ଇତିବୃତ୍ତରେ ଅମର’

by ସଞ୍ଜୟ ସ୍ୱାଇଁ
January 3, 2021
in Literature, Nayagarh
୧୭ରେ ଉନ୍ମୋଚିତ ହେବ ‘ଇତିବୃତ୍ତରେ ଅମର’
181
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଶ୍ରମିକ ନେତା ତଥା ମାଟିର ଚରିତ୍ରକୁ ନେଇ ଉପନ୍ୟାସର ନାୟକ ଭାବେ ଗଢ଼ୁଥିବା ବୀଶିଷ୍ଟ ଔପନ୍ୟାସିକ ବିଶ୍ୱନାଥ ମହାପାତ୍ରଙ୍କ ରଚିତ ଉପନ୍ୟାସ ‘ଇତିବୃତ୍ତରେ ଅମର’ ଆସନ୍ତା ୧୭ ତାରିଖରେ ପ୍ରକାଶ ପାଇବ । ଏନେଇ ସବୁ ପ୍ରକାର ପ୍ରସ୍ତୁତି ସରିଥିବା ବେଳେ ରୋଟାରୀ କ୍ଲବଠାରେ ଏହି ପୁସ୍ତକ ଲୋକାର୍ପଣ କରାଯିବା ନେଇ ସୂଚନା ମିଳିଛି । ଏହି ଲୋକର୍ପଣ ଉତ୍ସବରେ କବି ହୁସେନ ରବି ଗାନ୍ଧୀ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ବୋଲି ସୂଚନା ମିଳିଥିବା ବେଳେ ତାଙ୍କ ସହିତ ବହୁ ପ୍ରତିଷ୍ଠିତ କବି ଓ ଲେଖକ ଯୋଗ ଦେବେ ବୋଲି ଜଣାଯାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!