Wednesday, June 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗାଁ ରାସ୍ତାରେ ପଡିଛି ଯୁବକଙ୍କ ମୃତଦେହ

by ସଞ୍ଜୟ ସ୍ୱାଇଁ
May 12, 2025
in Crime, State
ଗାଁ ରାସ୍ତାରେ ପଡିଛି ଯୁବକଙ୍କ ମୃତଦେହ
40
VIEWS
Share on FacebookShare on Twitter

କଳାହାଣ୍ଡି, (ବାଘୁଆବାର୍ତ୍ତା): କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ଥାନା ଚିଚିଆ ଗାଁରେ ଅଘଟଣ । ଗାଁ ରାସ୍ତାରେ ପଡ଼ିଛି ଜଣେ ଯୁବକଙ୍କ ମୃତଦେହ । ମୃତ ଯୁବକ ଜଣକ ଚିଚିଆ ଗାଁର ରୋମାଞ୍ଚଳ ବୋଡ଼କିଆ ବୋଲି ଜଣାପଡ଼ିଛି । ତାଙ୍କୁ କେହି ହତ୍ୟା କରି ରାସ୍ତାରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ଖବର ଅନୁଯାୟୀ, ସୋମବାର ସକାଳୁ ଯୁବକଙ୍କ ମୃତଦେହ ରାସ୍ତାରେ ପଡ଼ି ରହିଥିବାର ଦେଖିଥିଲେ ସ୍ଥାନୀୟଲୋକେ । ଏହା ଦେଖି ତୁରନ୍ତ ଗୋଲାମୁଣ୍ଡା ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଗୋଲାମୁଣ୍ଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଯୁବକଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଛି । ଏହାସହ ଘଟଣାର ତଦନ୍ତ ଚଳାଇଛି ପୋଲିସ । ତେବେ ପୋଲିସର ତଦନ୍ତ ଏବଂ ଶବ ବ୍ୟବଚ୍ଛେଦ ରିପୋର୍ଟ ହିଁ ମୃତ୍ୟୁର ସଠିକ କାରଣ ଜଣାପଡିବ ବୋଲି ସ୍ଥାନୀୟ ଲୋକେ ଆଶା ରଖିଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!