Friday, September 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାସ୍ତା ପାର୍ ହେଉଥିଲେ, ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ

by ସଞ୍ଜୟ ସ୍ୱାଇଁ
February 25, 2025
in Accident, State
ରାସ୍ତା ପାର୍ ହେଉଥିଲେ, ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ
70
VIEWS
Share on FacebookShare on Twitter

ପାଟଣା, (ବାଘୁଆବାର୍ତ୍ତା): ଧକ୍କା ଦେଲା ଅଜଣା ଗାଡ଼ି । କେନ୍ଦୁଝର ଜିଲ୍ଲା ଜାତୀୟ ରାଜପଥ ୪୯ ହାତିବାରୀ ନିକଟରେ ଏକ ଅଜଣା ଗାଡି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିନାହିଁ । ଖବର ଅନୁଯାୟୀ, ୪୯ ନମ୍ବର ଜାତୀୟ ରାଜପଥ ହାତିବାରୀ ନିକଟରେ ଜଣେ ଯୁବକ ରାସ୍ତା ପାର୍ ହେଉଥିଲେ । ଏହି ସମୟରେ ଦ୍ରୁତ ଗତିରେ ଆସିୁଥିବା ଏକ ଅଜଣା ଗାଡି ଧକ୍କା ଦେଇଥିଲା । ଯାହାଫଳରେ ଯୁବକଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଥିଲା । ଦୁର୍ଘଟଣା ଘଟାଇ ଗାଡିଟି ଘଟଣାସ୍ଥଳରୁ ଫେରାର ମାରିଥିଲା । ସେପଟେ ଦୁର୍ଘଟଣା ଖବର ପାଇ ତୁରୁମୁଙ୍ଗା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଏହାସହିତ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଛି ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!