Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
May 16, 2025
in Accident, State
ଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ
42
VIEWS
Share on FacebookShare on Twitter

ଚନ୍ଦନେଶ୍ଵର, (ବାଘୁଆବାର୍ତ୍ତା): ବାଲେଶ୍ୱ ଜିଲ୍ଲା ଭୋଗରାଇ ବ୍ଲକ ହୁଗୁଳି ପଞ୍ଚାୟତ ଅଧୀନ ବରବରିଆ ଗାଁରେ ଦୁର୍ଘଟଣା । ଉକ୍ତ ଗାଁର ସ୍ୱର୍ଗତ ବିଭୁତି ପଣ୍ଡାଙ୍କ ପୁଅ ଶିବଶଙ୍କର ଗୁରୁବାର ବିଳମ୍ବିତ ରାତିରେ ଅଜଣା ଗାଡ଼ି ଧକ୍କାରେ ମୃତ୍ୟୁବରଣ କରିଛନ୍ତି । ଏନେଇ ଖବର ପାଇ ତାଳସାରୀ ସାମୁଦ୍ରିକ ଥାନାର ପୁଲିସ ଶୁକ୍ରବାର ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ଜଳେଶ୍ଵରପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଇଛନ୍ତି । ସୂଚନା ଅନୁଯାୟୀ, ଗୁରୁବାର ରାତି ପ୍ରାୟ ୧ଟା ବେଳେ ଶିବଶଙ୍କର ପରିସ୍ରା କରିବା ପାଇଁ ବାହାରକୁ ଆସିଥିଲେ । ଏତିକି ବେଳେ ଚନ୍ଦନେଶ୍ଵର-ତାଳସାରୀ ମୁଖ୍ୟ ରାସ୍ତାରେ ଚନ୍ଦନେଶ୍ଵର ପଟୁ ଦ୍ରୁତ ଗତିରେ ଏକ ଟ୍ରାକ୍ଟର ଧକ୍କା ଦେଇ ଖସି ପଳାଇ ଥିବା ମୃତକଙ୍କ ସ୍ତ୍ରୀ କହନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!