Friday, September 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରାତଃ ଭ୍ରମଣ ସମୟରେ ସଡ଼କ ଦୁର୍ଘଟଣା, ଜଣେ ମୃତ

by ସଞ୍ଜୟ ସ୍ୱାଇଁ
March 28, 2025
in Accident, State
କଟା ମୁଣ୍ଡର ମିଳିଲା ପରିଚୟ
83
VIEWS
Share on FacebookShare on Twitter

ଖନ୍ତାପଡ଼ା, (ବାଘୁଆବାର୍ତ୍ତା): ପ୍ରାତଃ ଭ୍ରମଣ ସମୟରେ ଟ୍ରକ ଧକ୍କାରେ ଜଣେ ଯୁବକଙ୍କ ଜୀବନ ଯାଇଥିବାର ଦେଖିବାକୁ ମିଳିଛି। ସୂଚନା ମୁତାବକ ଖନ୍ତାପଡ଼ା ଥାନା ପଣପଣା ପଂଚାୟତ ନୂଆପଡ଼ା ଗ୍ରାମର ସ୍ୱର୍ଗତ ନରେନ୍ଦ୍ର କୁମାର ଜେନାଙ୍କ ପୁତ୍ର ବିଜୟ ଜେନା (୨୮) ବୋଲି ଜଣା ପଡ଼ିଛି। ଆଜି ସକାଳ ସମୟରେ ବିଜୟ ଜେନା (୨୮) ପ୍ରାତଃ ଭ୍ରମଣ ସମୟରେ ବାହାନଗା ଆଡୁ ନିଜ ଘରକୁ ଫେରୁଥିବା ସମୟରେ ପଣପଣା ନିକଟସ୍ଥ ମୃତ୍ତିକା ସଂରକ୍ଷଣ କାର୍ଯ୍ୟାଳୟ ଆଗରେ ଘରକୁ ଫେରୁଥିବା ସମୟରେ ଏକ ଅଜଣା ଟ୍ରକ ପଛପଟୁ ଧକ୍କା ଦେଇଥିଲା। ବିଜୟଙ୍କ ଡାହାଣ ଗୋଡ଼ରେ ଶକ୍ତ ଧକ୍କା ହୋଇଥିଲା। ଫଳରେ ବିଜୟ ତଳେ ପଡ଼ିଯିବାରୁ ତାଙ୍କ ମୁଣ୍ଡରେ ଆଘାତ ଲାଗିଥିଲା। ଚିକିତ୍ସା ପାଇଁ ୧୦୮ ଯୋଗେ ଖନ୍ତାପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।ବିଜୟଙ୍କ ମୃତ୍ୟୁ ଖବର ପରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ଘଟଣା ସ୍ଥଳରେ ଖନ୍ତାପଡ଼ା ପୁଲିସ ତଦନ୍ତ ଚଳାଇଛି। ଖବର ଅନୁଯାୟୀ ସେ ଆଜି ସକାଳ ସମୟରେ ପ୍ରାତଃ ଭ୍ରମଣ ସମୟରେ ବାହାନଗା ଆଡୁ ନିଜ ଘରକୁ ଫେରୁଥିବା ସମୟରେ ପଣପଣା ନିକଟସ୍ଥ ମୃତ୍ତିକା ସଂରକ୍ଷଣ କାର୍ଯ୍ୟାଳୟ ଆଗରେ ଘରକୁ ଫେରୁଥିବା ସମୟରେ ଏକ ଅଜଣା ଟ୍ରକ ପଛପଟୁ ଧକ୍କା ଦେଇଥିଲା। ବିଜୟଙ୍କ ଡାହାଣ ଗୋଡ଼ରେ ଶକ୍ତ ଧକ୍କା ହୋଇଥିଲା। ଫଳରେ ବିଜୟ ତଳେ ପଡ଼ିଯିବାରୁ ତାଙ୍କ ମୁଣ୍ଡରେ ଆଘାତ ଲାଗିଥିଲା। ଚିକିତ୍ସା ପାଇଁ ୧୦୮ ଯୋଗେ ଖନ୍ତାପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।ବିଜୟଙ୍କ ମୃତ୍ୟୁ ଖବର ପରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ଘଟଣା ସ୍ଥଳରେ ଖନ୍ତାପଡ଼ା ପୁଲିସ ତଦନ୍ତ ଚଳାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!