Friday, September 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯୁବକଙ୍କ ଉପରେ ଚଢିଗଲା କଲେଜ ବସ୍

by ସଞ୍ଜୟ ସ୍ୱାଇଁ
March 18, 2025
in Accident, State
କାର୍ ଓ ବାଇକ୍ ମୁହାଁମୁହିଁ ଧକ୍କା
89
VIEWS
Share on FacebookShare on Twitter

ଭୁବନେଶ୍ଵର, (ବାଘୁଆବାର୍ତ୍ତା): ଘାଟିକିଆରେ ମର୍ମନ୍ତୁଦ ଦୁର୍ଘଟଣା। ଯୁବକଙ୍କ ଉପରେ ଚଢିଗଲା କଲେଜ ବସ୍। ଘଟଣାସ୍ଥଳରେ ଚାଲିଗଲା ଜୀବନ। ଯୁବକ ଜଣଙ୍କ ହେଉଛନ୍ତି ପାଇକରାପୁର ଗାଁର ସୌମ୍ୟରଞ୍ଜନ ସାହୁ (୩୩ ବର୍ଷ)। ସୂଚନାନୁଯାୟୀ, ମଙ୍ଗଳବାର ସକାଳେ ପାଇକରାପୁର ଗାଁର ସୌମ୍ୟରଞ୍ଜନ ସାହୁ ଜଗନ୍ନାଥ ବିହାରରେ ଥିବା ନିଜ ଦୋକାନ ଖୋଲିବାକୁ ଯାଉଥିଲେ। ପାଇକରାପୁର ରୋଡରେ ତାଙ୍କ ଉପରେ ଏକ କଲେଜ ବସ୍ ପଛପଟୁ ଚଢି ଯାଇଥିଲା। ଫଳରେ ତାଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ସ୍ଥାନୀୟ ଲୋକେ ଶବ ରଖି ରାସ୍ତାରୋକ କରିଛନ୍ତି। ବେପରୁଆ ଗାଡ଼ି ଚାଳନାକୁ ଦାୟୀ କରି ସମ୍ପୃକ୍ତ କଲେଜ ସମ୍ପୂର୍ଣ୍ଣ ଭରଣପୋଷଣ ଦେବା ପାଇଁ ସ୍ଥାନୀୟ ଲୋକ ଦାବି କରିଛନ୍ତି। ଉତ୍ତ୍ୟକ୍ତ ଲୋକେ ପୋଲିସକୁ ଶବ ଉଠାଇବାକୁ ଦେଉନାହାଁନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!