Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଇନ୍ ସେବା ପ୍ରଦର୍ଶନୀ କେନ୍ଦ୍ର ଉଦ୍ଘାଟିତ

by ସଞ୍ଜୟ ସ୍ୱାଇଁ
December 25, 2019
in Nayagarh, Planning and Development
ଆଇନ୍ ସେବା ପ୍ରଦର୍ଶନୀ କେନ୍ଦ୍ର ଉଦ୍ଘାଟିତ
32
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ମହୋତ୍ସବ ପାଳନ ଅବସରରେ ନୟାଗଡ଼ ଜିଲ୍ଲା ଆଇନ୍ସେବା ପ୍ରାଧୀକରଣଙ୍କ ପକ୍ଷରୁ ଜିଲ୍ଲା ଜଜ୍ ଗୋପାଳଚନ୍ଦ୍ର ପଟ୍ଟନାୟକଙ୍କ ଦ୍ୱାରା ମହୋତ୍ସବ ପଡିଆରେ ପ୍ରଦର୍ଶନୀ କେନ୍ଦ୍ର ଉଦ୍ଘାଟିତ ହୋଇଯାଇଛି । ଜିଲ୍ଲାବାସୀ କିପରି ମାଗଣାରେ ଆଇନ୍ସେବା, ସାହାଯ୍ୟ ଓ ପରାମର୍ଶ ପାଇପାରିବେ ସେଥିପାଇଁ ପ୍ରାଧୀକରଣଙ୍କ ପକ୍ଷରୁ ଏକ ଷ୍ଟଲ ଖୋଲାଯାଇ ଲିଫ୍ଲେଟ୍, ପାମ୍ପଲେଟ୍, ବ୍ୟାନର ଓ ପ୍ରୋଜେକ୍ଟର ମାଧ୍ୟମରେ ଏହାର ବ୍ୟାପକ ସଚେତନତା ସୃଷ୍ଟି କରାଯାଇ ଜନସାଧାରଣଙ୍କୁ ତ୍ୱରିତ ନ୍ୟାୟ ପ୍ରଦାନରେ ଆଇନ୍ସେବା ପ୍ରାଧୀକରଣଙ୍କ ଭୂମିକା ସମ୍ପର୍କରେ ସଚେତନତା କରାଯାଇଅଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ବିଚାରବିଭାଗୀୟ ମାଜିଷ୍ଟ୍ରେଟ୍ ମାନସକୁମାର ପଣ୍ଡା, ମହିଳା ବିଚାରପତି ପ୍ରଜ୍ୟୋତି ରାଉତ, ସଚିବ ରଞ୍ଜୁଲତା ଲେଙ୍କା, ରେଜିଷ୍ଟାର ନରୋତ୍ତମ ସେଠୀ, ସବ୍ଜଜ୍ ମୁସାରତ୍ ଜାହିନ୍ ଏବଂ ଅନ୍ୟାନ୍ୟ ବିଚାର ବିଭାଗୀୟ ଅଧିକାରୀବୃନ୍ଦ ଯୋଗଦେଇ ଆଇନ୍ ସଚେତନତାର ବାର୍ତ୍ତା ପ୍ରଦାନ କରିଥିଲେ । କୋର୍ଟ ମ୍ୟାନେଜର ସଂଗ୍ରାମ କେଶରୀ ଜେନା ଏବଂ ପ୍ରାଧୀକରଣଙ୍କ କର୍ମକର୍ତ୍ତା ଯୋଗଦେଇଥିବା ବେଳେ ଗ୍ରାମୀଣ ଆଇନ୍ ସଚେତନତା କର୍ମୀ ଦେବାଶୀଷ ପଟ୍ଟନାୟକ, ଲିପ୍ସା ଦାସ ପ୍ରମୁଖ ଷ୍ଟଲରେ ଉପସ୍ଥିତ ରହି ଜନସାଧାରଣଙ୍କୁ ସଚେତନତାର ବାର୍ତ୍ତା ପ୍ରଦାନ କରିଥିଲେ । ପ୍ରକାଶଥାଉ କି ଏହା ୨୪.୧୨ ରୁ ୨୮.୧୨.୨୦୧୯ ୫ଦିନ ଧରି ଉକ୍ତ ପ୍ରଦର୍ଶନୀ କେନ୍ଦ୍ର ଅନବରତ ଭାବେ ଜନସାରଣଙ୍କୁ ସଚେତନତା ବାର୍ତ୍ତା ବାଣ୍ଟିବ ବୋଲି ପ୍ରାଧୀକରଣଙ୍କ ସଚିବ ରଞ୍ଜୁଲତା ଲେଙ୍କା ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!