Monday, October 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଜିଠୁ ‘ଆହାର’ ପରଶିଲେ ମହିଳା

by Anil Panda
September 3, 2020
in Nayagarh
ଆଜିଠୁ ‘ଆହାର’ ପରଶିଲେ ମହିଳା
807
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ଆଜିଠାରୁ ନୟାଗଡ଼ ଆହାର କେନ୍ଦ୍ରରେ ମହିଳାମାନେ ଆହାର ପରଶୁଥିବା ଦେଖା ଯାଇଛି । ନୟାଗଡ଼ ଜିଲ୍ଲାରେ ରୋଟାରୀ କ୍ଲବ ଦ୍ୱାରା ଆହାର ପରିଚାଳନା କରାଯାଉଥିବା ବେଳେ ଆଜିଠାରୁ ପରଶିବା ଏବଂ ଅନ୍ୟାନ କାର୍ଯ୍ୟ ପାଇଁ ଏକ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀକୁ ଏଥିରେ ସାମିଲ କରାଯାଇଥିବା ବରିଷ୍ଠ ରୋଟାରିଆନ୍ ପ୍ରମୋଦ ପଟ୍ଟନାୟକ ସୂଚନା ଦେଇଛନ୍ତି । ନୟାଗଡ଼ ଆହାର କେନ୍ଦ୍ରରେ ମା ମଙ୍ଗଳ ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନେ ଆହାର ଯୋଜନାରେ ସାମିଲ ହୋଇଥିବା ଜଣାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!