Tuesday, June 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆମରଣ ଅନଶନ, ୩ ଅସୁସ୍ଥ

by ସଞ୍ଜୟ ସ୍ୱାଇଁ
December 4, 2019
in Breaking, Nayagarh
ଆମରଣ ଅନଶନ, ୩ ଅସୁସ୍ଥ
31
VIEWS
Share on FacebookShare on Twitter

ଭାପୁର ବ୍ଲକରେ ଅବ୍ୟବସ୍ଥା ଓ ଅନୀୟମିତା

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲା ଭାପୁର ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ବାର୍ଦ୍ଧକ୍ୟ ଭତ୍ତା, ପରିମଳ ଯୋଜନା, ମନରେଗା ସମେତ ଅନ୍ୟାନ୍ୟ ଉନ୍ନତି ମୂଳକ କାର୍ଯ୍ୟରେ ବ୍ୟାପକ ଅନିୟମିତତା,ଦୁର୍ନୀତି ଏବଂ ବ୍ୟାପକ ପିସି କାରବାର ବିରୋଧରେ ଆଜି ୪୧ଜଣ ବରିଷ୍ଠ ନେତା, ସରପଂଚ ଓ ସମିତିସଭ୍ୟ ଭାପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଆମରଣ ଅନଶନରେ ଆଜି ଦ୍ୱିତୀୟ ଦିନରେ ପହଂଚିଛି । ଏହି ଅନଶନ ଚାଲିଥିବା ବେଳେ ଅନଶନରେ ବସିଥିବା ବ୍ୟକ୍ତିଙ୍କ ମଧ୍ୟରୁ ତିନିଜଣ ଅସୁସ୍ଥ ହୋଇପଡ଼ିଛନ୍ତି । ସେମାନେ ହେଲେ ବଳଦିଆନୂଆଗାଁର ରବୀନ୍ଦ୍ର ନାଥ ପଟ୍ଟନାୟକ, ମାଳିବେରଣୀର ସନ୍ତୋଷ କୁମାର ସାମଲ ଏବଂ ବାଉଁଶବାଟୀର ଶାନ୍ତନୁ ମଲ୍ଲିକ । ଭାପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା କରାଯିବା ପରେ ସେମାନେ ପୁଣିଥରେ ଅନଶନରେ ସାମିଲ ହୋଇଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!